Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

November 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ।

ଏହାଦ୍ବାରା ଦୂରଦୂରାନ୍ତରରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା।

ସୂଚନାଯୋଗ୍ୟ ଯେ, ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବାପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଓଡିଆ ସାହିତ୍ୟ ଗଙ୍ଗାଧର ମେହେର ଚନ୍ଦ୍ରଶେଖରପୁର ନବୀନ ପଟ୍ଟନାୟକ ଭୁବନେଶ୍ବର ସ୍ବଭାବ କବି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

ଭୋପାଳରେ ଜେନ-ଜେଡ୍ ଚାଷୀଙ୍କ ପ୍ରତିବାଦ!: ମୁଖ୍ୟମନ୍ତ୍ରୀଙ୍କ ଗୃହ ଅଭିମୁଖେ ପଦଯାତ୍ରା

July 29, 2026

ଗ୍ରାମ ପଞ୍ଚାୟତର ସଶକ୍ତୀକରଣ ପାଇଁ ଓଡ଼ିଶାକୁ ୧୦୯ କୋଟି ଅନୁଦାନ

July 29, 2026
Latest News

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକିବ: ପଢନ୍ତୁ ଆଜିର ରାଶିଫଳ

July 30, 2026

ଗୁଣାତ୍ମକ ଅନୁବାଦ ଓ ବହୁଭାଷୀ ଯୋଗାଯୋଗ ସୁଦୃଢ଼ୀକରଣ ଉପରେ ପିଆଇବିର ଗୁରୁତ୍ୱ

July 29, 2026

ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳର ୨୦ ନେତା ଗିରଫ

July 29, 2026

ରଥଯାତ୍ରାରେ ପ୍ରାୟ ୧୩ ଲକ୍ଷ ଭକ୍ତଙ୍କୁ ସଫଳତାର ସହ ପରିଚାଳନା କଲା ପୂର୍ବତଟ ରେଳପଥ

July 29, 2026

ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ଉପ ନିର୍ବାଚନ ଅଧିକାରୀ ଏସଆଇଆର କାର୍ଯ୍ୟ ସମୀକ୍ଷା

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.