Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଶ୍ୱକୁ ନିଜର ସାମର୍ଥ୍ୟ ଦେଖାଇବା ପାଇଁ ଜି-୨୦ର ଅଧ୍ୟକ୍ଷତା ଏକ ଭଲ ସୁଯୋଗ: ପ୍ରଧାନମନ୍ତ୍ରୀ ମୋଦୀ
ବିଶେଷ ଖବର

ବିଶ୍ୱକୁ ନିଜର ସାମର୍ଥ୍ୟ ଦେଖାଇବା ପାଇଁ ଜି-୨୦ର ଅଧ୍ୟକ୍ଷତା ଏକ ଭଲ ସୁଯୋଗ: ପ୍ରଧାନମନ୍ତ୍ରୀ ମୋଦୀ

December 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତର ଜି-୨୦ର ଅଧ୍ୟକ୍ଷତା ସମଗ୍ର ଦେଶ ପାଇଁ, ବିଶ୍ୱକୁ ନିଜର ଶକ୍ତି ଦେଖାଇବା ପାଇଁ ଏହା ଏକ ଅନନ୍ୟ ସୁଯୋଗ। ସୋମବାର ଏଠାରେ ଏକ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ମତ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ପର୍ଯ୍ୟଟନ ତଥା ସ୍ଥାନୀୟ ଅର୍ଥନୀତି ପାଇଁ ଭାରତର ଜି-୨୦ ଅଧ୍ୟକ୍ଷତା ବଡ଼ ସୁଯୋଗ ଆଣିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦଳଗତ କାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ଜି-୨୦ର ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବାରେ ସମସ୍ତଙ୍କ ସହଯୋଗ ଲୋଡିଥିଲେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜି-୨୦ ର ଅଧ୍ୟକ୍ଷତା ଦେଶର ବିଭିନ୍ନ ଅଞ୍ଚଳର ସ୍ୱତନ୍ତ୍ରତା ଆଣିବା ସହ ପାରମ୍ପାରିକ ବଡ ମହାନଗର ବ୍ୟତୀତ ଭାରତର କିଛି ଅଂଶକୁ ପ୍ରଦର୍ଶିତ କରିବାରେ ସୁଯୋଗ ମିଳିବ। ଜି-୨୦ ର ଅଧ୍ୟକ୍ଷତା ଗ୍ରହଣ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଆଜି ଭାରତ ପ୍ରତି ବୈଶିକ ଜିଜ୍ଞାସା ଏବଂ ଆକର୍ଷଣ ରହିଛି, ଯାହା ଏହି ଉତ୍ସବର ମହତ୍ତ୍ଵକୁ ଆହୁରି ବଢାଇଥାଏ।

ଏହି ସର୍ବାଦଳୀୟ ବୈଠକରେ ଆମ୍ ଆଦମୀ ପାର୍ଟି (ଏଏପି) ର ଅରବିନ୍ଦ କେଜ୍ରିୱାଲ, YSR କଂଗ୍ରେସର ଜଗନମୋହନ ରେଡ୍ଡୀ, କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆ-ମାର୍କ୍ସବାଦୀ (ସିପିଆଇ-ଏମ) ର ସୀତାରାମ ୟେଚୁରୀ, ଡିଏମକେର ଏମ.କେ ଷ୍ଟାଲିନ, ଏନ ଚନ୍ଦ୍ରବାବୁ ନାଇଡୁଙ୍କ ସମେତ ଅନ୍ୟ ଦଳର ନେତାମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ଭାରତର ଜି-୨୦ ପ୍ରାଥମିକତା ବିଷୟରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଥିଲା। ଏହି ବୈଠକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବ ଗୌଡା, କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଏସ ଜୟଶଙ୍କର, ପୀୟୁଷ ଗୋୟଲ, ପ୍ରହଲ୍ଲାଦ ଯୋଶୀ ଏବଂ ଭୁପେନ୍ଦ୍ର ଯାଦବ ମଧ୍ୟ ଯୋଗ ଦେଇଥିଲେ।

ଜି-୨୦ ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କଲେ ନରେନ୍ଦ୍ର ମୋଦୀ

June 10, 2026

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026

କେବେ ମମତାଙ୍କୁ ସୟାନୀ ଘୋଷ କହୁଥିଲେ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ, ଏବେ ନେଲେ ୟୁ-ଟର୍ଣ୍ଣ

June 10, 2026

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026
Latest News

ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

June 11, 2026

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.