Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଦମପୁରରେ ଧାମନଗର ବଦଲା ନେଲା ବିଜେଡି, ୪୨ ହଜାର ଭୋଟରେ ବର୍ଷା ବିଜୟୀ
ବିଶେଷ ଖବର

ପଦମପୁରରେ ଧାମନଗର ବଦଲା ନେଲା ବିଜେଡି, ୪୨ ହଜାର ଭୋଟରେ ବର୍ଷା ବିଜୟୀ

December 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦମପୁରରେ ଧାମନଗର ବଦଲା ନେଲା ବିଜେଡି, ୪୨ ହଜାର ଭୋଟରେ ବର୍ଷାଙ୍କ ବିଜୟ

ଭୁବନେଶ୍ବର: ଶେଷରେ ଧାମନଗରର ବଦଲା ପଦମପୁରରେ ନେଇଛି ବିଜୁ ଜନତା ଦଳ। ଦଳ ଯାହା ଆକଳନ କରିଥିଲା ତାହା ହିଁ ହେଲା। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୪୨ ହଜାର ୦୬୫ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସେହି ନିର୍ବାଚନ ମଣ୍ଡଳୀରୁ ତାଙ୍କର ବାପା ମାତ୍ର ପାଞ୍ଚ ହଜାର ବ୍ୟବଧାନରେ ବିଜୟ ଲାଭ କରିଥିଲେ। ହେଲେ ଝିଅ ପୁରା ସୀମା ପାର ହୋଇ ବିଜୟ ହାସଲ କଲେ।

ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଅନୁସାରେ ଶେଷ ରାଉଣ୍ଡ ଗଣତିରେ ବିଜେଡିକୁ ୧ ଲକ୍ଷ ୧୯ ହଜାର ୫୧୨ ଭୋଟ୍ ମିଳିଛି। ସେହିପରି ବିଜେପିକୁ ୭୭ ହଜାର ୪୪୭ ଭୋଟ୍ ମିଳିଥିବାର ଜଣାପଡିଛି। ଅନ୍ୟପଟେ କଂଗ୍ରେସ ହାତକୁ ମାତ୍ର ୩୫୪୮ ଭୋଟ୍ ରହିଛି। ତେଣୁ ବିଜେପି ପ୍ରାର୍ଥୀଙ୍କୁ ୪୦ ହଜାରରୁ ଅଧିକ ଭୋଟରେ ହରାଇ ପଦ୍ମପୁର ଦଖଲ କରିଛି ଶାସକ ବିଜୁ ଜନତା ଦଳ।

ତେବେ ବର୍ଷାଙ୍କୁ ୧୩୫ ଖଣ୍ଡ ପୋଷ୍ଟାଲ ବାଲାଟ ଭୋଟ ମିଳିଛି। ଇଭିଏମ ଓ ପୋଷ୍ଟାଲ ବାଲାଟ ମିଶାଇ ବର୍ଷା ୧୧୯୬୬୪୭ ଖଣ୍ଡ ଭୋଟ ପାଇଛନ୍ତି।

ଗଣତି ଆରମ୍ଭରୁ ହିଁ ବର୍ଷା ପ୍ରତି ରାଉଣ୍ଡରେ ଥିଲେ। ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା। କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରି ନ ଥିଲା।

ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଦୟନୀୟ ଥିଲା। ଭୋଟର ବିଜେପିକୁ ପ୍ରତ୍ୟାଖାନ କରିଥିବା ବେଳେ କଂଗ୍ରେସର ରାଜନୈତିକ ପ୍ରାସଙ୍ଗିକତାକୁ ଉପନିର୍ବାଚନରେ ପ୍ରଶ୍ନ କରିଛନ୍ତି।

ପଦମପୁର ଫଳାଫଳ ପଦମପୁରରେ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ଡ୍ୟୁଟିରେ ଅବହେଳା ପଡ଼ିଲା ମହଙ୍ଗା, ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ କଲେ ଏସ୍‌ପି

October 3, 2026
Latest News

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.