Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତର ଇଞ୍ଚିଏ ଜାଗା କେହି ବି ନେଇ ପାରିବେ ନାହିଁ, ଅମିତ ଶାହା
ଅନ୍ତରାଷ୍ଟ୍ରୀୟ

ଭାରତର ଇଞ୍ଚିଏ ଜାଗା କେହି ବି ନେଇ ପାରିବେ ନାହିଁ, ଅମିତ ଶାହା

December 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Amit Shah on China Issue
ଭାରତର ଇଞ୍ଚିଏ ଜାଗା କେହି ବି ନେଇ ପାରିବେ ନାହିଁ, ଅମିତ ଶାହା

ନୂଆଦିଲ୍ଲୀ: ଚୀନର ସୀମା ଉଲ୍ଲଘଂନ ପ୍ରସଙ୍ଗକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ପ୍ରତିକ୍ରିୟା ରଖିଛନ୍ତି । ସଂସଦର ବାହାରେ ଗଣମାଧ୍ୟମ ଆଗରେ ସେ ପ୍ରତିକ୍ରିୟା ରଖି ଚୀନକୁ ସମାଲୋଚନା କରିଛନ୍ତି। ଶାହା ଦୃଢ଼ତାର ସହ କହିଛନ୍ତି, ମୋଦୀ ସରକାର ସମୟରେ କେହି ଭାରତର ଗୋଟିଏ ଇଞ୍ଚ ଜାଗା ନେଇପାରିବେ ନାହିଁ ।

ତେବେ ଏହି ପ୍ରସଂଗରେ ଶାହା କଂଗ୍ରେସ ଶାସନ ସମୟକୁ ସମାଲୋଚନା କରିଛନ୍ତି। ଚୀନ ଭାରତୀୟ ଅଞ୍ଚଳକୁ ମାଡ଼ି ବସିଥିଲେ ମଧ୍ୟ କଂଗ୍ରେସ ସରକାର କିଛି କରି ନ ଥିଲେ। ହେଲେ ବର୍ତ୍ତମାନ ଏପରି ହୋଇପାରିବ ନାହିଁ ବୋଲି ରୋକଠୋକ୍‌ କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ।

ଏଥିସହିତ ଗୃହ ମନ୍ତ୍ରୀ ଭାରତୀୟ ଯବାନଙ୍କ ବୀରତ୍ୱକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଆମର ଯବାନ ବୀରତ୍ୱର ସହ ଚୀନ ସେନା ସହ ମୁକାବିଲା କରିଛନ୍ତି । ଚୀନ ଭାରତ ସୀମାରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲା । ଚୀନ ଉଦ୍ୟମର ମାତ୍ର କିଛି ଘଣ୍ଟା ମଧ୍ୟରେ ଭାରତୀୟ ଯାବନ ମାନେ ସେମାନଙ୍କୁ ଉଚିତ ଜବାବ ଦେଇ ତଡ଼ି ଦେଇଥିଲେ ।

ତେବେ ଏହି ପ୍ରସଂଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ନିଜର ମନ୍ତବ୍ୟ ମଧ୍ୟ ରଖି ଭାରତୀୟ ସେନାର ଜବାବକୁ ପ୍ରସଂଶା କରିଛନ୍ତି।

amit shah ଅମିତ ଶାହା ଚୀନ ସୀମା ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026
Latest News

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.