Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ କାହିଁକି କରିବେ ଶକ୍ତି ପ୍ରଦର୍ଶନ?
ଜାତୀୟ ଖବର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ କାହିଁକି କରିବେ ଶକ୍ତି ପ୍ରଦର୍ଶନ?

January 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Narendra Modi
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ କାହିଁକି କରିବେ ଶକ୍ତି ପ୍ରଦର୍ଶନ?

ନୂଆଦିଲ୍ଲୀ: ଆଜିଠାରୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଆଗାମୀ ନିର୍ବାଚନ ପାଇଁ ଦଳ ତରଫରୁ ଆରମ୍ଭ ହେବ ରଣନୀତି। ସେଥିପାଇଁ ଦଳ ତରଫରୁ ବଡ ପ୍ରସ୍ତୁତି କରାଯାଇଛି। ତେବେ ଏହି ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଧାନୀରେ କରିବେ ନିଜର ଶକ୍ତି ପ୍ରଦର୍ଶନ।

ଏହି ବୈଠକରେ ଯୋଗଦେବା ପାଇଁ ମୋଦୀ ନୂଆଦିଲ୍ଲୀରେ ଏକ ରୋଡ ସୋର ଆୟୋଜନ କରିଛନ୍ତି। ସେ ଲୋକମାନଙ୍କୁ ଅଭିନନ୍ଦନ ଜଣାଇ ବୈଠକରେ ଯୋଗଦେବେ। ସେଥିପାଇଁ ଦଳ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏପରିକି ଏହାକୁ କିପରି ସିଧାପ୍ରସାଣ କରାଯିବ ସେ ନେଇ ମଧ୍ୟ ଦଳ ପ୍ରସ୍ତୁତି କରିଛି।

ଆଜି ଅପରାହ୍ଣ ୩ଟାରେ ପ୍ରାଧାନମନ୍ତ୍ରୀଙ୍କ ଏହି ରୋଡ୍ ଶୋ ଅନୁଷ୍ଠିତ ହେବ। ସେଥିପାଇଁ ଦିଲ୍ଲୀ ପ୍ରଶାସନ ତରଫରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏପରିକି ମୋଦୀ ଯାଉଥିବା ରାସ୍ତାକୁ ସଂପୂର୍ଣ୍ଣ ସିଲ କରିଦିଆଯାଇଛି। କେବଳ ଚାଲିଚାଲି ଯିବା ପାଇଁ ଅନୁମତି ରହିବ। ତେବେ ସେହି ରାସ୍ତାରେ ଯିବା ଥିବା ଗାଡିମୋଟରକୁ ଅନ୍ୟ ରାସ୍ତାକୁ ପରିବର୍ତ୍ତନ କରାଯାଇଛି। ସେଥିପାଇଁ ଦିଲ୍ଲୀ ଟ୍ରାଫିକ ପୋଲିସ ତରଫରୁ ସୂଚନା ଦିଆଯାଇଛି।

ଏପରି ରୋଡ ସୋ’ର କାହିଁକି ହେଲା ଆୟୋଜନ

ନିକଟରେ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ବିରାଟ ଭାରତ ଯୋଡ ଯାତ୍ରାର ଆୟୋଜନ କରିଥିଲେ। ଯାହାକି ଜାତୀୟ ରାଜନୀତିରେ ବେଶ ହଇଚଇ ସୃଷ୍ଟି କରିଥିଲା। ଏପରିକି ଜାତୀୟ ରାଜନୀତିରେ ଏହା ଚହଳ ସୃଷ୍ଟି କରିଥିଲା। ସେହିପରି ରାହୁଳଙ୍କ ସାରା ଭାରତରେ କରୁଥିବା ପଦଯାତ୍ରା ପ୍ରତି ଲୋକଙ୍କର ଆଗ୍ରହ ବଢିବାରେ ଲାଗିଛି।

ତାହାକୁ ଟକ୍କର ଦେବା ପାଇଁ ମୋଦି କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ଏପରି ଏକ ବଡ ଆୟୋଜନ କରିବାକୁ ନିଷ୍ପତି କରିଛନ୍ତି। ଅନ୍ୟପକ୍ଷରେ ଚଳିତ ବର୍ଷ ନଅ ଟି ରାଜ୍ୟର ବିଧାନସଭା ନିର୍ବାଚନ ମଧ୍ୟ ହେବାକୁ ଯାଉଛି। ଫଳରେ ଗୋଟିଏ ଗୁଳିରେ ଦୁଇଟି ଶିକାର କରିବା ପାଇଁ ମୋଦୀ ଏହି ରୋଡ ସୋ ର ଆୟୋଜନ କରିଛନ୍ତି।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବିଜେପି ବିଜେପି କାର୍ଯ୍ୟକାରିଣୀ ବିଜେପି କାର୍ଯ୍ୟକାରିଣୀ ବୈଠକ ରୋଡ ସୋ
Share. Facebook Twitter LinkedIn Email WhatsApp Copy Link

Related Posts

ଧାନର ଏମଏସପି ବୃଦ୍ଧି

May 14, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.