Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶା ଆସିଲା ଡାକୋଟା ବିମାନ, ପୁଷ୍ପବୃଷ୍ଟି କରି ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଓଡିଶା ଆସିଲା ଡାକୋଟା ବିମାନ, ପୁଷ୍ପବୃଷ୍ଟି କରି ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

January 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Dakota Naveen
ଓଡିଶା ଆସିଲା ଡାକୋଟା ବିମାନ, ପୁଷ୍ପବୃଷ୍ଟି କରି ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ବାଗତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଆଜି ଭୁବନେଶ୍ଵରରେ ପହଞ୍ଚି ଥିବାରୁ ସେ ବହୁତ ଖୁସି। ଏହି ବିମାନରେ ବିଜୁ ବାବୁ ଅନେକ ସାହସିକ କାର୍ଯ୍ଯ କରିଛନ୍ତି।

ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା। ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ‘ମୋ ମା’ ଜ୍ଞାନ୍ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ବିମାନ୍ ବନ୍ଦର କୁ ଯାଇଥିଲେ। ଏହି ସ୍ୱାଗତ୍ ସମାରୋହରେ ମନ୍ତ୍ରୀ ଅଶୋକ ପଣ୍ଡା. ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା ଯୋଗ ଦେଇଥିଲେ।

ସେହିପରି ବିଧାୟକ ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ବାଣିଜ୍ଯ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, IT ବିଭାଗ ର ପ୍ରମୁଖ ସଚିବ ଶ୍ରୀ ମନୋଜ ମିଶ୍ର ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ଡାକୋଟା ବିମାନ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Latest News

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.