Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜାମୁକୋଳି ଗୋଶାଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏକ ବାଛୁରୀର ଦେଲେ ନାମ
ବିଶେଷ ଖବର

ଜାମୁକୋଳି ଗୋଶାଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏକ ବାଛୁରୀର ଦେଲେ ନାମ

January 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଶାଳା
ଜାମୁକୋଳି ଗୋଶାଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଏକ ବାଛୁରୀର ଦେଲେ ନାମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଛନ୍ତି।

ଗାଈ ମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଗାଈ ମାନଙ୍କ ପାଇଁ ଥିବା ବିଭିନ୍ନ ବ୍ୟବସ୍ଥା, ଦିଆ ଯାଉଥିବା ଗୋ ଖାଦ୍ୟ ସବୁ ବୁଲି ଦେଖିଥିଲେ ଏବଂ କିଛି ଗାଈ ମାନଙ୍କୁ ଫଳ ଓ ପନିପରିବା ମଧ୍ୟ ଖାଇବାକୁ ଦେଇଥିଲେ।

ଏକ ନବ ଜନ୍ମିତ ବାଛୁରୀକୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ କଣ ବୋଲି ପଚାରି ଥିଲେ। ତାହାର ନାମ ଦିଆ ଯାଇ ନାହିଁ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ରଖିଥଲେ କ୍ରିଷ୍ଣା।

ସୂଚନା ଯୋଗ୍ୟ ଯେ ଜାମୁକୋଳି ଠାରେ ୨୦୧୮ ମସିହାରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୫.୫ ଏକର ପରିମିତ ଜମିରେ ଏକ ଗୋଶାଳା ସ୍ଥାପନ କରା ଯାଇଛି। ଏହାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି। ଏଥିରେ ବର୍ତ୍ତମାନ ୯୦୬ ଟି ଗାଈ ଗୋରୁ ଅଛନ୍ତି। ସହରର ବୁଲା ଗାଈ ଗୋରୁ ମାନଙ୍କୁ ମୁଖ୍ୟତଃ ଏଠାରେ ରଖାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ଗୋଶାଳା ପରିଦର୍ଶନ କରିଥିଲେ। ଭୁବନେଶ୍ୱର ମହାନଗର ନିଗମ ମେୟର, ଉତ୍ତର ବିଧାୟକ, ପୂର୍ବତନ ବିଧାୟକ, ମହାନଗର ନିଗମର କମିଶନର ପ୍ରମୁଖ ଉପସ୍ଥତ ଥିଲେ।

ଗୋଶାଳା ବାଛୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026
Latest News

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.