Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର
ବିଶେଷ ଖବର

୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର

January 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍।  ଏନେଇ ରାଜ୍ୟ କ୍ୟାବନେଟରେ ମୋହର ଲାଗିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ। ମୋଟ ବାର ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ କ୍ୟାବିନେଟ।

ଅନ୍ୟ ପ୍ରସ୍ତାବଗୁଡ଼ିକ ହେଉଛି..

ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ।

-ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ।

-ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ।

-ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍।

ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ।

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026

JPSC ପରୀକ୍ଷା ଦୁର୍ନୀତି ମାମଲାରେ ED ର ଏଣ୍ଟ୍ରି: ଆରମ୍ଭ କଲା ତଦନ୍ତ

August 10, 2026

ପୁଡୁଚେରୀ ପୋଲିସକୁ ‘ପ୍ରେସିଡେଣ୍ଟସ୍ କଲର୍ସ’ ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

August 9, 2026

ସମ୍ପୂର୍ଣ୍ଣ ଦାବି ପୂରଣ କଲେନାହିଁ ସରକାର: ଆସନ୍ତାକାଲି ବିଧାନସଭା ଘେରାଉ କରିବେ ଛାତ୍ରଛାତ୍ରୀ

August 9, 2026
Latest News

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ

August 10, 2026

ମେଟଲ୍‌ ମିଟ୍‌-୨୦୨୬: ଇଂରାଜୀ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ତରଫରୁ କ୍ୟୁଜ ପ୍ରତିଯୋଗୀତା

August 10, 2026

୨୪ ଘଣ୍ଟା ପରେ ମିଳିଲା ମୃତଦେହ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.