Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜୟନାରାୟଣଙ୍କ ପାଇଁ ବିଜେପି ସୁରକ୍ଷା ମାଗିବା ଅତ୍ୟନ୍ତ ହାସ୍ୟାସ୍ପଦ: ବିଜେଡି
ବିଶେଷ ଖବର

ଜୟନାରାୟଣଙ୍କ ପାଇଁ ବିଜେପି ସୁରକ୍ଷା ମାଗିବା ଅତ୍ୟନ୍ତ ହାସ୍ୟାସ୍ପଦ: ବିଜେଡି

February 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେପି ନେତା ଜୟନାରାୟଣ ମିଶ୍ର ଜଣେ ଅଭ୍ୟାସଗତ ଅପରାଧୀ, ଯାହାଙ୍କ ବିରୁଦ୍ଧରେ ହତ୍ୟା ସମେତ ୧୬ଟି ଅପରାଧିକ ମାମଲା ରହିଛି। ଏଭଳି ଅପରାଧୀ କେବଳ ଜଣେ ବିଧାୟକ ଏବଂ ବିଜେପି ଦ୍ୱାରା ମନୋନୀତ ବିରୋଧୀ ଦଳର ନେତା ହୋଇଥିବାରୁ ତାଙ୍କୁ ପୋଲିସ ସୁରକ୍ଷା ମିଳିଥିଲା ଏବଂ ସେ ନିଜେ ତାଙ୍କର ପୋଲିସ ସୁରକ୍ଷା ଫେରାଇ ଦେଇଥିବା କହିଛନ୍ତି ବିଜେଡି ମୁଖପାତ୍ର ସୁଲତା ଦେଓ।

ଶ୍ରୀମତୀ ଦେଓ କହିଛନ୍ତି ଯେ ବିଜେପି ବିଧାୟକମାନେ ମାନ୍ୟବର ଓଡ଼ିଶା ରାଜ୍ୟପାଳଙ୍କ ନିକଟକୁ ଯାଇ ଶ୍ରୀ ମିଶ୍ରଙ୍କ ପାଇଁ ସୁରକ୍ଷା ମାଗିବା ଅତ୍ୟନ୍ତ ହାସ୍ୟାସ୍ପଦ କଥା। ବରଂ ବିଜେପି ବିଧାୟକମାନେ ତାଙ୍କୁ ଆକ୍ରମଣ କରିଥିବା ମହିଳା ପୋଲିସ ଅଧିକାରୀଙ୍କ ନିକଟରେ କ୍ଷମା ମାଗିବାକୁ ଶ୍ରୀ ମିଶ୍ରଙ୍କୁ କହିବା ଉଚିତ୍‍।

ଆମକୁ ସମୀର ମହାନ୍ତିଙ୍କ ଉପରେ ଦୟା ଆସୁଛି, ଯିଏକି ଓଡିଶା ବିଜେପି ସଭାପତି, ଯାହାଙ୍କୁ ଶ୍ରୀ ମିଶ୍ରଙ୍କ ଦ୍ୱାରା ମାଡ ମରାଯାଇଥିଲା ଏବଂ ଯେଉଁଥିପାଇଁ ଶ୍ରୀ ମିଶ୍ରଙ୍କୁ ୬ ବର୍ଷ ପାଇଁ ବିଜେପିରୁ ନିଲମ୍ବିତ କରାଯାଇଥିଲା। ଏହା ଦେଖି ଆହୁରି ଦୁଃଖ ଲାଗୁଛି ଯେ ଖୋଦ ସମୀର ମହାନ୍ତିଙ୍କୁ ତାଙ୍କ ଦଳରେ ଏଭଳି ଅପରାଧୀଙ୍କୁ ଏବେ ସହ୍ୟ କରିବାକୁ ପଡୁଛି ବୋଲି କହିଛନ୍ତି ଶ୍ରୀମତୀ ଦେଓ।

ଜୟନାରାୟଣ ମିଶ୍ର ବିଜେଡି ବିଜେପି ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ

February 17, 2026

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.