Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଦ୍ଧବ ଠାକରେଙ୍କ ଆବେଦନକୁ ସୁପ୍ରିମକୋର୍ଟଙ୍କ ନାଁ, ଦୁଇ ସପ୍ତାହ ଭିତରେ ଉତ୍ତର ରଖିବେ ଇସି ଓ ଏକନାଥ
ବିଶେଷ ଖବର

ଉଦ୍ଧବ ଠାକରେଙ୍କ ଆବେଦନକୁ ସୁପ୍ରିମକୋର୍ଟଙ୍କ ନାଁ, ଦୁଇ ସପ୍ତାହ ଭିତରେ ଉତ୍ତର ରଖିବେ ଇସି ଓ ଏକନାଥ

February 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶିବସେନାର ନାମ ଏବଂ ଚିହ୍ନ ସମ୍ପର୍କରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇବା ପାଇଁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଆମେ ଏହି ଆଦେଶ ଉପରେ ରୋକ ଲଗାଇପାରିବୁ ନାହିଁ, ଏହା ଦଳ ମଧ୍ୟରେ ଏକ ଚୁକ୍ତିଭିତ୍ତିକ ସମ୍ପର୍କ। ଉଦ୍ଧବ ଠାକରେଙ୍କ ଆବେଦନ ଉପରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟ ନୋଟିସ ଜାରି କରିଛନ୍ତି। ଉଭୟଙ୍କୁ ଦୁଇ ସପ୍ତାହ ମଧ୍ୟରେ ଉତ୍ତର ଦେବାକୁ କୁହାଯାଇଛି। ତିନି ସପ୍ତାହ ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ।

ଶିବସେନାର ଚିହ୍ନ ଉପରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକରେଙ୍କ ଆବେଦନକୁ ଆଜି ତିନିଜଣିଆ ଖଣ୍ଡପୀଠ ଶୁଣାଣି କରିଛନ୍ତି। ସିଜେଆଇ ଡି ୱାଇ ଚନ୍ଦ୍ରଚୂଡ, ଜଷ୍ଟିସ୍ ପିଏସ୍ ନରସିଂହ ଏବଂ ଜଷ୍ଟିସ୍ ଜେ.ବି ପାରଦୀୱାଲାଙ୍କ ଖଣ୍ଡପୀଠ ଏହି ଶୁଣାଣି କରିଥିଲେ।

ଏକନାଥ ସିନ୍ଦେ ଦଳ ଏହି ପିଟିସନ ଉପରେ ପ୍ରଶ୍ନ ଉଠାଇଛନ୍ତି। ନୀରଜ କିଶନ କୌଲ କହିଛନ୍ତି ଯେ, ଏହି ଲୋକମାନେ ପୂର୍ବରୁ ଦୁଇଥର ହାଇକୋର୍ଟ ଯାଇଥିଲେ। ଯଦିଓ ସୁପ୍ରିମକୋର୍ଟଙ୍କର କ୍ଷମତା ଅଛି, ଏହା କେବଳ ହାଇକୋର୍ଟକୁ ଯିବା ଉଚିତ୍। କୌଲ କହିଛନ୍ତି ଯେ, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ ଆୟୋଗଙ୍କୁ ସବୁଜ ସଙ୍କେତ ଦେଇଛନ୍ତି।

ଏକନାଥ ଶିନ୍ଦେ ନିର୍ବାଚନ ଆୟୋଗ ଶିବସେନା ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026
Latest News

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026

ଭୁବନେଶ୍ବରରେ କାଳ ବୈଶାଖୀର ତାଣ୍ଡବ, ଉପୁଡିପଡିଲା ଗଛ ଓ ବିଦ୍ୟୁତ ଖୁଣ୍ଟ, ଜନଜୀବନ ଅସ୍ତବ୍ୟସ୍ତ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.