Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଜେଟ ଉପସ୍ଥାପନା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ
ବିଶେଷ ଖବର

ବଜେଟ ଉପସ୍ଥାପନା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

February 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
NiranjanPujari
ବଜେଟ ଉପସ୍ଥାପନା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ବର: ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାୟନ ସଭାରେ ବଜେଟ ଉପସ୍ଥାପନା କରିଛନ୍ତି। ତେବେ ତା ପୂର୍ବରୁ ସେ ଏବଂ ଅର୍ଥ ସଚିବ ବିଶାଳ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ବିଧାନସଭାରେ ଥିବା ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଉଭୟ ବଜେଟ କପି ପ୍ରଦାନ କରିଛନ୍ତି।

ଏହାପରେ ଅର୍ଥମନ୍ତ୍ରୀ ବିଧାନସଭାରେ ବଜେଟ ୨୦୨୩-୨୪ ଉପସ୍ଥାପନା କରିଛନ୍ତି। ଏଥର ମୋଟ ୨୪,୮୨୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିଭଳି କାଳିଆ ଯୋଜନା ପାଇଁ ୧୮୭୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟି ଟଙ୍କା, ଧାନ ସଂଗ୍ରହ ପାଇଁ ୨ ହଜାର କୋଟିର ଆବର୍ତ୍ତି ପାଣ୍ଠି ବ୍ୟବସ୍ଥା କରାଯାଇଛି।

ଏହାସହିତ ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଛତୁ ମିସନ ଓ ଫୁଲ ଚାଷ ପାଇଁ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ନବୀନ ପଟ୍ଟନାୟକ ବଜେଟ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.