Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଏବଂ ଆମେରିକା ମଧ୍ୟରେ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଏବଂ ନବସୃଜନ ଭାଗିଦାରୀ ଉପରେ ଏମଓୟୁ ସ୍ୱାକ୍ଷରିତ
ଅନ୍ତରାଷ୍ଟ୍ରୀୟ

ଭାରତ ଏବଂ ଆମେରିକା ମଧ୍ୟରେ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଏବଂ ନବସୃଜନ ଭାଗିଦାରୀ ଉପରେ ଏମଓୟୁ ସ୍ୱାକ୍ଷରିତ

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀ ଠାରେ ଆୟୋଜିତ ବାଣିଜ୍ୟିକ ଆଲୋଚନା ୨୦୨୩ ପରେ ଦୁଇ ଦେଶ ମଧ୍ୟରେ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଏବଂ ନବସୃଜନ ଭାଗିଦାରୀ ଉପରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି।

କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନିମନ୍ତ୍ରଣରେ ଆମେରିକାର ବାଣିଜ୍ୟ ସଚିବ ଶ୍ରୀମତୀ ଜିନା ରାଇମୋଣ୍ଡୋ ନୂଆଦିଲ୍ଲୀ ଗସ୍ତରେ ଆସିଛନ୍ତି। ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ନୂତନ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ସୁଯୋଗକୁ ଖୋଲିବା ପାଇଁ ସହଯୋଗ ଉପରେ ଆଲୋଚନା ନିମନ୍ତେ ଆଜି ଭାରତ-ଆମେରିକାର ବାଣିଜ୍ୟିକ ଆଲୋଚନା ପୁନଃଆରମ୍ଭ କରାଯାଇଥିଲା।

ଆମେରିକାର ସିଏଚଆଇପିଏସ୍ ଏବଂ ସାଇନ୍ସ ଆକ୍ଟ ଓ ଭାରତର ସେମିକଣ୍ଡକ୍ଟର ମିଶନକୁ ଦୃଷ୍ଟିରେ ରଖି ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ସ୍ଥିରତା ଏବଂ ବିବିଧକରଣ ଉପରେ ଦୁଇ ସରକାରଙ୍କ ମଧ୍ୟରେ ଏକ ସହଯୋଗୀ ପ୍ରଣାଳୀ ପ୍ରତିଷ୍ଠା କରିବାକୁ ଏମଓୟୁ ଚେଷ୍ଟା ଲକ୍ଷ୍ୟ ରଖିଛି।

ଏହା ଉଭୟ ଦେଶର ସହାୟକ ଶକ୍ତି ବୃଦ୍ଧି କରିବା ଏବଂ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାର ବିଭିନ୍ନ ଦିଗ ଉପରେ ଆଲୋଚନା ମାଧ୍ୟମରେ ବାଣିଜ୍ୟିକ ସୁଯୋଗ ଏବଂ ସେମିକଣ୍ଡକ୍ଟର ଇନୋଭେସନ୍ ଇକୋସିଷ୍ଟମର ବିକାଶକୁ ସହଜ କରିବାକୁ ଲକ୍ଷ୍ୟ ରଖିଛି। ଏମଓୟୁ ପାରସ୍ପରିକ ଲାଭଦାୟକ ଗବେଷଣା ଓ ବିକାଶ, ପ୍ରତିଭା ଏବଂ ଦକ୍ଷତା ବିକାଶ ପାଇଁ ଯୋଜନା କରିଛି।

ଆମେରିକା ଏମଓୟୁ ସ୍ୱାକ୍ଷରିତ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026

ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ ନିଷ୍ପତ୍ତି: ଏହି ଟ୍ରେନଗୁଡ଼ିକରେ ସଂଯୋଗ ହେଲା ଅତିରିକ୍ତ କୋଚ୍

June 29, 2026

ଅଲଗା ଆଲଗା ରାସ୍ତାରେ ଜଗା ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଲୋକେ କହିଲେ…

June 29, 2026

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026
Latest News

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026

Ranpur News: ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026

Banapur News:ସ୍ନାନବେଦୀରେ ଗଜାନନ ବେଶରେ ଶ୍ରୀରଙ୍କନାଥ ଦେବ: ଦର୍ଶନ କଲେ ଅଗଣିତ ଶ୍ରଦ୍ଧାଳୁ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.