Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନା ପରେ ଡରାଇଲାଣି ଆଉ ଏକ ରୋଗ, ଜାଣନ୍ତୁ ଏହା କଣ, କିପରି ରହିବେ ସୁରକ୍ଷିତ
ବିଶେଷ ଖବର

କରୋନା ପରେ ଡରାଇଲାଣି ଆଉ ଏକ ରୋଗ, ଜାଣନ୍ତୁ ଏହା କଣ, କିପରି ରହିବେ ସୁରକ୍ଷିତ

March 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କରୋନା ପରେ ଏବେ ଆଉ ଏକ ରୋଗ ଭୟଭିତ କରାଇଲାଣି। ସେହି ରୋଗ ହେଲା ଏଚ୍‌୩ଏନ୨ ଇନଫ୍ଲୁଏଞ୍ଜା। ଏହି ଏଚ୍‌୩ଏନ୨ ଇନଫ୍ଲୁଏଞ୍ଜା ଏକ ଭୁତାଣୁ ଜନିତ ଫ୍ଲୁ ରୋଗ ଅଟେ। ଏହା କାଶ, ଛିଙ୍କରେ ବାହାରୁଥିବା ସୂକ୍ଷ୍ମ ଜଳକଣିକା ଦ୍ୱାରା ବ୍ୟାପେ। ରୋଗୀର ଲାଳ, ଛେପ, ଖଙ୍କାର ଆଦି ସଂସ୍ପର୍ଶରେ ଆସିଲେ ମଧ୍ୟ ସଂକ୍ରମଣ ହୋଇଥାଏ।

ଏହି ରୋଗର ଲକ୍ଷଣ ହେଲା ଜ୍ୱର, କାଶ ହେବା ସହିତ ଲୋକଙ୍କୁ ଅଣନିଶ୍ୱାସୀ ଲାଗିବା ଏହାର ପ୍ରମୁଖ ଲକ୍ଷଣ। କେତକ କ୍ଷେତ୍ରରେ ନିମୋନିଆ ହେବାର ମଧ୍ୟ ସମ୍ଭାବନା ରହିଛି। କୋଭିଡ ଯୋଗୁଁ ବର୍ତ୍ତମାନ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥିବା ବ୍ୟକ୍ତି ଏଥିରେ ସହଜରେ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି।

ତେବେ ଏହି ରୋଗରୁ ରକ୍ଷା ପାଇବା ପାଇଁ ପୁଣି ଥରେ ମାସ୍କ ବ୍ୟବହାର କରିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି କାଶିବା, ଛିଙ୍କିବା ସମୟରେ ମୁହଁରେ ରୁମାଲ ଓ ଟିସୁ ପେପର ଦେବା ପାଇଁ କୁହାଯାଇଛି। ଏଥିସହିତ ପ୍ରଚୁର ପାଣି ପିଇବା ପାଇଁ କୁହାଯାଇଛି।ତେବେ ଏହି ସମସ୍ୟା ହେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବା ପାଇଁ କୁହାଯାଇଛି।

ଏହି ରୋଗ ପ୍ରତି ସତର୍କ ରହିବାକୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖିଛନ୍ତି। ଏଥିରେ ସେ କୋଭିଡ ବିରୋଧୀ ୫ଟି ସୂତ୍ରୀ ନିୟମ ପାଳନ କରିବାକୁ ଲେଖିଛନ୍ତି। ଟେଷ୍ଟ, ଟ୍ରାକ, ଟ୍ରିଟ୍‌, ଟିକାକରଣଟିକୁ ଜାରି ରଖିବାକୁ ସେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.