Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପିଏମ୍ ମିତ୍ର ବୃହତ୍ ବୟନ ପାର୍କ ମେକ୍ ଇନ୍ ଇଣ୍ଡିଆ ଏବଂ ମେକ୍ ଫର୍ ଦି ୱାର୍ଲ୍ଡର ଏକ ଉତ୍ତମ ଉଦାହରଣ ହେବ: ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ପିଏମ୍ ମିତ୍ର ବୃହତ୍ ବୟନ ପାର୍କ ମେକ୍ ଇନ୍ ଇଣ୍ଡିଆ ଏବଂ ମେକ୍ ଫର୍ ଦି ୱାର୍ଲ୍ଡର ଏକ ଉତ୍ତମ ଉଦାହରଣ ହେବ: ପ୍ରଧାନମନ୍ତ୍ରୀ

March 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Christmas

ନୂଆଦିଲ୍ଲୀ: ତାମିଲନାଡୁ, ତେଲଙ୍ଗାନା, କର୍ଣ୍ଣାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶରେ ପିଏମ୍ ମିତ୍ର ବୃହତ ବୟନ ପାର୍କ ସ୍ଥାପନ କରାଯିବ, ଯାହା ୫-ଏଫ୍ (ଫାର୍ମ ଟୁ ଫାଇବର ଟୁ ଫ୍ୟାକ୍ଟ୍ରି ଟୁ ଫ୍ୟାଶନ ଟୁ ଫରେନ୍‌) ଦୃଷ୍ଟିକୋଣ ଅନୁସାରେ ବୟନ କ୍ଷେତ୍ରକୁ ବିସ୍ତାରିତ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ, ପିଏମ୍ ମିତ୍ର ବୃହତ ବୟନ ପାର୍କ ବୟନ ଶିଳ୍ପ କ୍ଷେତ୍ର ପାଇଁ ଅତ୍ୟାଧୁନିକ ଭିତ୍ତିଭୂମି ଯୋଗାଇ ଦେବ, ଯାହା କୋଟି କୋଟି ଟଙ୍କାର ନିବେଶକୁ ଆକର୍ଷିତ କରିବ ଏବଂ ଲକ୍ଷ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।

ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରିଛନ୍ତି;

“ପିଏମ୍ ମିତ୍ର ବୃହତ୍ ବୟନ ପାର୍କ ୫ଏଫ୍ (ଫାର୍ମ ଟୁ ଫାଇବର ଟୁ ଫ୍ୟାକ୍ଟ୍ରି ଟୁ ଫ୍ୟାଶନ୍ ଟୁ ଫରେନ୍‌) ଦୃଷ୍ଟିକୋଣ ଅନୁଯାୟୀ ବୟନ ଶିଳ୍ପ କ୍ଷେତ୍ରକୁ ବୃଦ୍ଧି କରିବ। ତାମିଲନାଡୁ, ତେଲଙ୍ଗାନା, କର୍ଣ୍ଣାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶରେ ବୃହତ ବୟନ ପାର୍କ ପ୍ରତିଷ୍ଠା କରାଯିବା ଖୁସିର ବିଷୟ।”

“ପିଏମ୍ ମିତ୍ର ବୃହତ୍ ବୟନ ପାର୍କ ବୟନ କ୍ଷେତ୍ର ପାଇଁ ଅତ୍ୟାଧୁନିକ ଭିତ୍ତିଭୂମି ଯୋଗାଇ ଦେବ, କୋଟି କୋଟି ଟଙ୍କାର ନିବେଶକୁ ଆକର୍ଷିତ କରିବ ଏବଂ ଲକ୍ଷ ଲକ୍ଷ ନିଯୁକ୍ତି ସୃଷ୍ଟି କରିବ। ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ‘ମେକ୍ ଫର୍ ଦି ୱାର୍ଲ୍ଡ ର ଏହା ଏକ ଉତ୍ତମ ଉଦାହରଣ ହେବ।’’

Share. Facebook Twitter LinkedIn Email WhatsApp Copy Link

Related Posts

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026
Latest News

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.