Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୁରୀରେ ବିଶ୍ବ ବଂଗ ଭବନ ନିର୍ମାଣ ପାଇଁ ଦୁଇ ଏକର ଜମି ମମତାଙ୍କୁ ଭେଟି ଦେଲେ ନବୀନ
ଜାତୀୟ ଖବର

ପୁରୀରେ ବିଶ୍ବ ବଂଗ ଭବନ ନିର୍ମାଣ ପାଇଁ ଦୁଇ ଏକର ଜମି ମମତାଙ୍କୁ ଭେଟି ଦେଲେ ନବୀନ

March 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀରେ ବିଶ୍ବ ବଂଗ ଭବନ ନିର୍ମାଣ ପାଇଁ ଦୁଇ ଏକର ଜମି ମମତାଙ୍କୁ ଭେଟି ଦେଲେ ନବୀନ

ଭୁବନେଶ୍ବର: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ।

ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ଯ ଉପହାର ଦେଇଥିଲେ। ଏହି ଅବସରରେ ପଶ୍ଚିମ ବଙ୍ଗ ଜନସାଧାରଣ ଙ୍କ ପ୍ରତି ସଦିଚ୍ଛା ସ୍ଵରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡିଶା ବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାରଙ୍କୁ ଦୁଇ ଏକର ଜମି ଉପହାର୍ ସ୍ଵରୂପ ଦେଇଥିଲେ।

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ବିଶ୍ଵ ବାଂଲା ଦ୍ଵାରା ପ୍ରସ୍ତୁତ ଏକ ସାଲ ଉପହାର ଦେଇଥିଲେ। ଏହା ସହିତ ବିଜୁ ବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋ ରେ ଜାମଦାନି ଶାଢ଼ୀ ଦେଇ ଶ୍ରଦ୍ଧା ନିବେଦନ କରିଥିଲେ।

ଭୁବନେଶ୍ବର ରେ ଗତ ୨୧ ତାରିଖ ଦିନ ପହଂଚିବା ପରେ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ନବୀନଙ୍କ ପାଖକୁ ବେଙ୍ଗଲ ମିଠା ପଠାଇଥିଲେ। ଉଭୟ ନେତା ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ସୂଚନା ଯୋଗ୍ୟ ଯେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

Mamata Banerjee Naveen Patnaik ନବୀନ ପଟ୍ଟନାୟକ ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.