Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ୪% ବୃଦ୍ଧି
ବିଶେଷ ଖବର

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଓ ପେନସନଭୋଗୀଙ୍କ ମହଙ୍ଗା ସହାୟତାରେ ୪% ବୃଦ୍ଧି

March 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି
କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କ ମହଙ୍ଗା ସହାୟତା (ଡିଆର) ବୃଦ୍ଧିକୁ ମଞ୍ଜୁର କରାଯାଇଛି। ବର୍ଦ୍ଧିତ ଡିଏ ଏବଂ ଡିଆର  ଜାନୁଆରୀ ପହିଲା ୨୦୨୩ ଠାରୁ ପିଛିଲା ଭାବେ ଲାଗୁ ହେବ। ବର୍ତ୍ତମାନ ମୂଳ ଦରମା/ପେନସନରେ ଡିଏ/ଡିଆର ଦର ୩୮% ରହିଛି। ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଥିରେ ଅତିରିକ୍ତ ୪% ବୃଦ୍ଧି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ଉଭୟ ମହଙ୍ଗା ଭତ୍ତା ଏବଂ ମହଙ୍ଗା ସହାୟତା ବୃଦ୍ଧି ଯୋଗୁ ସରକାରଙ୍କ ରାଜକୋଷ ଉପରେ ବାର୍ଷିକ ୧୨,୮୧୫.୬୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।

ଏହାଦ୍ୱାରା ପ୍ରାୟ ୪୭.୫୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୯.୭୬ ଲକ୍ଷ ପେନସନଭୋଗୀ ଲାଭାନ୍ୱିତ ହେବେ।

ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗଙ୍କ ସୁପାରିସକୁ ଆଧାର କରି ଗ୍ରହଣ କରାଯାଇଥିବା ସୂତ୍ର ଅନୁଯାୟୀ ଡିଏ ଓ ଡିଆର ବୃଦ୍ଧି କରାଯାଇଛି।

କେନ୍ଦ୍ର କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀ ନରେନ୍ଦ୍ର ମୋଦୀ ପେନସନଭୋଗୀ ମହଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026
Latest News

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026

ପୁଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ପୁଲିସ କର୍ମଚାରୀ ପାଇବେ ସମ୍ମାନ

August 14, 2026

ହସ୍ପିଟାଲର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ

August 14, 2026

ବିପଦ ସଙ୍କେତ ଉପରେ ବୈତରଣୀ, ଜଳମଗ୍ନ ଯୋଡ଼ା-ବଡ଼ବିଲ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.