Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାର ପ୍ରତିବାଦରେ ସର୍ବଦଳୀୟ ବୈଠକରେ ନିନ୍ଦା
ବିଶେଷ ଖବର

ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାର ପ୍ରତିବାଦରେ ସର୍ବଦଳୀୟ ବୈଠକରେ ନିନ୍ଦା

March 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କୁ ଲୋକସଭାରୁ ବହିଷ୍କାର କରାଯିବାରେ ଆଜି ଅପରାହ୍ନରେ ସର୍ବଦଳୀୟ ବୈଠକରେ ଗଭୀର ଉଦ୍‌ବେଗ ପ୍ରକାଶ କରାଯିବା ସହିତ ଏହି ଅଗଣତାନ୍ତ୍ରିକ ଘଟଣାର ପ୍ରତିବାଦ ଓ ପ୍ରତିରୋଧ କରାଯିବା ପାଇଁ ନିଷ୍ପତି ହୋଇଛି। ବିଜେପି- ଆରଏସ୍‌ଏସର ଏହି ରାଜନୈତିକ ଷଡ଼ଯନ୍ତ୍ର, ବିରୋଧିଙ୍କୁ ମୂଳୋତ୍ପାଟନ କରିବାର କୁତ୍ସିତ ପ୍ରୟାସ କଲେ ସମସ୍ତ ବିରୋଧି ଦଳ ରାସ୍ତାକୁ ଓହ୍ଲାଇବେ ଓ ପ୍ରତିରୋଧ ଆନ୍ଦୋଳନକୁ ତୀବ୍ର କରିବାର ନିଷ୍ପତି ହୋଇଛି। ସାଂପ୍ରଦାୟୀକତା ବାଦ ବିରୋଧରେ ସବୁ ବାମ, ଗଣତାନ୍ତ୍ରିକ, ଧର୍ମ ନିରପେକ୍ଷ ଓ ଦେଶପ୍ରେମୀ ବ୍ୟକ୍ତି ଐକତାବଦ୍ଧ ସଂଗ୍ରାମ ଗଢ଼ିତୋଳିବାକୁ ଏହି ବୈଠକରେ ଆହ୍ୱାନ ଦିଆଯାଇଛି। ସୋମବାର ଦିନ ରାଜଭବନ ଚଲୋ କାର୍ଯ୍ୟକ୍ରମ କରାଯିବାପାଇଁ ସ୍ଥିର କରାଯାଇଛି।

ଉକ୍ତ ବୈଠକରେ କଂଗ୍ରେସ, ସିପିଆଇ, ସିପିଆଇ (ଏମ), ସିପିଆଇ (ଏମଏଲ) ଲିବରେସନ, ସମାଜବାଦୀ ପାର୍ଟି, ଫରୱାଡ ବ୍ଲକ, ଏନସିପି, ଆମଆଦମୀ ପାର୍ଟି, ସମୃଦ୍ଧ ଓଡ଼ିଶା ପ୍ରଭୃତି ଦଳର ନେତୃବୃନ୍ଦ ମାନେ ଯୋଗଦେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସଭାପତିତ୍ୱରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଅଳି କିଶୋର ପଟ୍ଟନାୟକ, ଅଭୟ ସାହୁ, ଜନାର୍ଦ୍ଦନ ପତି, ନାରାୟଣ ରେଡି, ଯୁଧିଷ୍ଠୀର ମହାପାତ୍ର, ରବି ବେହେରା, ରଙ୍ଗାଚରଣ ପ୍ରଧାନ, ଜତିଷ ମହାନ୍ତି, ଜ୍ୟୋତିରଞ୍ଜନ ମହାପାତ୍ର, ବିକ୍ରମ ସ୍ୱାଇଁ ପ୍ରମୁଖ ନେତୃବୃନ୍ଦମାନେ ଯୋଗଦେଇ ଘୋର ନିନ୍ଦା କରିବା ସହ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ସୁଚିନ୍ତିତ ମତାମତ ଦେଇଥିଲେ।

ରାହୁଲ ଗାନ୍ଧୀ ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.