Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫ଟି ସଚିବଙ୍କ ପୁରୀ ଗସ୍ତ: ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି ସମୀକ୍ଷା
ବିଶେଷ ଖବର

୫ଟି ସଚିବଙ୍କ ପୁରୀ ଗସ୍ତ: ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି ସମୀକ୍ଷା

April 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଆଜି ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ରାଜ୍ୟ ସରକାରଙ୍କ ଅବଢ଼ା ଯୋଜନାରେ ନିର୍ମିତ ହେଉଥିବା ଏହି କ୍ରୀଡା କମ୍ପ୍ଲେକ୍ସ ରେ କ୍ରିକେଟ ଷ୍ଟାଡିୟମ୍, ମଲ୍ଟି ପ୍ରପୋଜ ଇଣ୍ଡୋର ହଲ ଓ ସ୍ୱିମିଂ ପୁଲ ନିର୍ମାଣ କରା ଯାଉଛି। ମଲ୍ଟି ପ୍ରପୋଜ ଇଣ୍ଡୋର ହଲ ରେ ବକ୍ସିଂ, ରେସ୍ଲିଂ, ଜିମ୍ନା ସିଅମ୍ , ଟେବୁଲ ଟେନିସ ଆଦି କ୍ରୀଡା ର ସୁବିଧା କରାଯାଉଛି। ଏହା ସହିତ ଏକ ୧୦୦ ସିଟ ବିଶିଷ୍ଟ ହଷ୍ଟେଲ ମଧ୍ୟ ନିର୍ମାଣ କରାଯାଉଛି।
୨୦୧୮ ରେ ମୂଖ୍ୟମନ୍ତ୍ରୀ ଏହାର ଶୁଭ ଦେଇଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ କ୍ରିକେଟ ଷ୍ଟାଡିୟମ୍, ସନ୍ତରଣାଗାର ଓ
ଜିମ୍ନାସିୟମ୍ ର କାମ ସମ୍ପୂର୍ଣ୍ଣ ହୋଇଛି। ଖୁବ୍ ଶିଘ୍ର ଏହି ଷ୍ଟାଡିୟମ୍ ଲୋକାର୍ପିତ ହେବ.

ପୁରୀକୁ ଏକ ବିଶ୍ବ ସ୍ତରୀୟ ଐତିହ୍ୟ ସ୍ଥଳ ରେ ରୂପାନ୍ତର କରିବା ପାଇଁ ଏହି କ୍ରୀଡା କମ୍ପ୍ଲେକ୍ସ ର ଏକ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିବ ବୋଲି ଶ୍ରୀ ପାଣ୍ଡିଆନ କହିଚ୍ଚନ୍ତି। ଏତଦବ୍ୟତୀତ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ମୁନିସିପାଲ ମାର୍କେଟ କମ୍ପ୍ଲେକ୍ସ କାର୍ଯ୍ୟ ମଧ୍ୟ ବୁଲି ଦେଖିଥିଲେ।

ସୂଚନା ଯୋଗ୍ୟ ଯେ ଗତ ସପ୍ତାହରେ ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ହେରିଟେଜ କରିଡର, ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଲଭ ପରିଦର୍ଶନ କରି ସମିକ୍ଷା କରିଥଲେ।

ପ୍ରତି ଶନିବାର ପୁରୀ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ଶ୍ରୀ ପାଣ୍ଡିଆନ୍ ଆଜି ପୁଣି ପୁରୀ ଯାଇ ବିଭିନ୍ନ ପ୍ରକଳ୍ପ ସମୀକ୍ଷା କରିଛନ୍ତି।

ଶ୍ରୀ ପଣ୍ଡିଆନଙ୍କ ସହିତ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍
Share. Facebook Twitter LinkedIn Email WhatsApp Copy Link

Related Posts

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

February 14, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026
Latest News

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.