Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜନୀତିରେ ମର୍ଯ୍ୟାଦା ରକ୍ଷା ନକଲେ ବାରମ୍ବାର ପ୍ରତ୍ୟାଖ୍ୟାତ ହେବେ: ବିଜେଡ଼ି
ବିଶେଷ ଖବର

ରାଜନୀତିରେ ମର୍ଯ୍ୟାଦା ରକ୍ଷା ନକଲେ ବାରମ୍ବାର ପ୍ରତ୍ୟାଖ୍ୟାତ ହେବେ: ବିଜେଡ଼ି

April 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ଵର: ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକାତର ବିଷୟକୁ ନେଇ ପୁଣିଥରେ ଜଣେ ବିଜେପି ନେତା ଅରୁଚିକର, ଅବାନ୍ତର ଏବଂ ଦାୟିତ୍ଵହୀନ ମନ୍ତବ୍ୟ ଦେଇଛନ୍ତି। ଜୀବନରେ ଥରେ କାଉନସିଲର ଭୋଟରେ ବି ଜିତି ନଥିବା ଏହି ବିଜେପି ନେତାଙ୍କୁ ଏଭଳି ମନ୍ତବ୍ୟ ଦେବା ପୂର୍ବରୁ ଲଜ୍ଜା ଲାଗିବା କଥା। ଆଜି ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମରେ ଦେଇଥିବା ବିବୃତିର ଜବାବ ଦେବାକୁ ଯାଇ ଏଭଳି ତୀବ୍ର ସମାଲୋଚନା କରିଛି ବିଜେଡି।

ଏହି ପ୍ରସଙ୍ଗରେ ବିଜେଡି ମୁଖପାତ୍ର ଇସ୍ପିତା ସାହୁ ଗଣମାଧ୍ୟମକୁ କହିଛନ୍ତି ଯେ, ଏହା ପୂର୍ବରୁ ବିଜେପି ଦଳରେ ଥିବା କିଛି ଅଭ୍ୟାସଗତ ଅପରାଧୀ ନେତା ନବ ଦାସ ହତ୍ୟାକାଣ୍ଡକୁ ନେଇ ଅନେକ ବାର ପାଗଳଙ୍କ ଭଳି ପ୍ରଳାପ କରିଛନ୍ତି ଏବଂ ଅପମାନିତ ହୋଇଛନ୍ତି। ଏବେ ଆଉ ଜଣେ ବିଜେପି ନେତା ମଧ୍ୟ ଏଭଳି ଅରୁଚିକର ଓ ଦାୟିତ୍ଵହୀନ ମନ୍ତବ୍ୟ ଦେଇ ନିଜ ହୀନମନ୍ୟତାର ପରିଚୟ ଦେଇଛନ୍ତି। କାହା ବିରୋଧରେ ଗଣମାଧ୍ୟମରେ କିଛି ବିବୃତି ଦେବା ପୂର୍ବରୁ ଏହି ବିଜେପି ନେତା ଜଣକ ମନେ ରଖିବା ଉଚିତ ଯେ ଏହା ଅନ୍ୟ ରାଜ୍ୟରେ ବେପାର କରି କୋଟି କୋଟି ଟଙ୍କା ହରିଲୁଟ କରିବା ଭଳି ବିଷୟ ନୁହେଁ।

ରାଜନୀତିରେ ସର୍ବନିମ୍ନ ମୂଲ୍ୟବୋଧ ଓ ମର୍ଯ୍ୟାଦା ରକ୍ଷା କରିବା ଜରୁରୀ। ଯେଉଁମାନେ ଏହାର ସୀମା ଲଂଘନ କରି ଶସ୍ତା ଓ ହୀନ ଉଦ୍ଦେଶ୍ୟ ପ୍ରଣୋଦିତ ବିବୃତି ଦେଉଥିବେ, ଲୋକେ ସେମାନଙ୍କୁ ବାରମ୍ଵାର ପ୍ରତ୍ୟାଖ୍ୟାନ କରୁଥିବେ  ବୋଲି ସୁଶ୍ରୀ ସାହୁ କହିଛନ୍ତି।

ନବକିଶୋର ଦାସ ବିଜେଡି ବିଜେପି ନେତା ହତ୍ୟାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.