Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି: ଆଇଏମ୍ଏଫ୍
ଅନ୍ତରାଷ୍ଟ୍ରୀୟ

ଭାରତ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି: ଆଇଏମ୍ଏଫ୍

April 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର ଦିନ କହିଛନ୍ତି ଯେ, ଭାରତୀୟ ଅର୍ଥନୀତି ଭଲ ପ୍ରଦର୍ଶନ କରୁଛି ଏବଂ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଗୋଟିଏ ହୋଇ ରହିଛି। ଆଇଏମ୍ଏଫ୍ କହିଛି ଯେ, ଅର୍ଥନୈତିକ ଅଭିବୃଦ୍ଧି ହାର ପୂର୍ବାନୁମାନ ହ୍ରାସ ସତ୍ତ୍ୱେ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିବ। ତେବେ ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଭାରତର ଆର୍ଥିକ ଅଭିବୃଦ୍ଧି ହାର ୬.୧ ପ୍ରତିଶତରୁ ୫.୯ ପ୍ରତିଶତକୁ ହ୍ରାସ ପାଇଛି। ବିଶ୍ଵ ସଂସ୍ଥା ବାର୍ଷିକ ବିଶ୍ଵ ଦୃଷ୍ଟିକୋଣରେ ୨୦୨୪-୨୫ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୬.୩ ପ୍ରତିଶତକୁ ହ୍ରାସ କରିଛି। ଏହାପୂର୍ବରୁ ଜାନୁଆରୀ ମାସରେ ଏହି ଆକଳନ ୬.୮ ପ୍ରତିଶତ ହେବ ବୋଲି ଆକଳନ କରାଯାଇଥିଲା।

g5jl6qvg

ଚଳିତ ଆର୍ଥିକ ବର୍ଷରେ ୫.୯ ପ୍ରତିଶତ ଅଭିବୃଦ୍ଧି ହାର ତୁଳନାରେ ୨୦୨୨-୨୩ ରେ ଅଭିବୃଦ୍ଧି ହାର ୬.୮ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି। ଆଇଏମ୍ଏଫ୍ ର ଅଭିବୃଦ୍ଧି ପୂର୍ବାନୁମାନ ଆରବିଆଇର ଅନୁମାନଠାରୁ କମ୍। ଆରବିଆଇ ଅନୁଯାୟୀ, ଅଭିବୃଦ୍ଧି ହାର ୨୦୨୨-୨୩ ରେ ୭ ପ୍ରତିଶତ ଏବଂ ଚଳିତ ଆର୍ଥିକ ବର୍ଷରେ ୬.୪ ପ୍ରତିଶତ ହୋଇପାରେ। ୨୦୨୨-୨୩ ପାଇଁ ସରକାର ଏପର୍ଯ୍ୟନ୍ତ ଜିଡିପି ଅଭିବୃଦ୍ଧି ହାର ଆକଳନ କରିନାହାଁନ୍ତି। ଆଇଏମଏଫର ଏସିଆ ଏବଂ ପ୍ରଶାନ୍ତ ବିଭାଗର ଡେପୁଟି ଡାଇରେକ୍ଟର ଏନୀ-ମେରି ଗୁଲଡେ-ଓଲଫ ଏକ ସାକ୍ଷାତକାରରେ କହିଛନ୍ତି ଯେ, ଭାରତୀୟ ଅର୍ଥନୀତି ଭଲ ପ୍ରଦର୍ଶନ କରୁଛି ଏବଂ ଦ୍ରୁତ ଅଭିବୃଦ୍ଧିଶୀଳ ଏସୀୟ ଅର୍ଥନୀତି ଏବଂ ବିଶ୍ଵର ଦ୍ରୁତ ଅଭିବୃଦ୍ଧି ମଧ୍ୟରେ ରହିଛି।

ଆଇଏମ୍ଏଫ୍ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଭାରତ ଭାରତୀୟ ଅର୍ଥନୀତି
Share. Facebook Twitter LinkedIn Email WhatsApp Copy Link

Related Posts

VB-G RAM G Act: ଭିବି-ଜି ରାମ ଜି ଯୋଜନାର ଶୁଭାରମ୍ଭ କଲେ ଶ୍ରୀ ଶିବରାଜ ସିଂହ ଚୌହନ

July 2, 2026

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026
Latest News

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍

July 3, 2026

ଏ ମାସ ଶେଷ ସୁଦ୍ଧା ବୋର୍ଡ, ନିଗମ ଘୋଷଣା

July 3, 2026

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

July 2, 2026

ବଳରାମ ଦାସଙ୍କ ସମାଧି ପୀଠରେ ନିର୍ମାଣ ହେବ ଲକ୍ଷ୍ମୀ ପୁରାଣ କରିଡର

July 2, 2026

ପାଠ୍ୟପୁସ୍ତକ ତ୍ରୁଟି : ମତ ଲୋଡିଲେ ଶିକ୍ଷା ବିଭାଗ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.