Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରରେ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱରରେ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଉଦ୍‌ଘାଟିତ

April 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ଡୁମୁଡୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଆଦର୍ଶ ମହିଳା ଭେଣ୍ଡିଂ ଜୋନ ଉଦ୍‌ଘାଟିତ ହୋଇଯାଇଛି।

ଏହି ଭେଣ୍ଡିଂ ଜୋନ୍ ରେ ୪୨ ଟି ଦୋକାନ ଘର ରହିଛି। ଏହି ଜୋନ୍ ର ପରିବେଶକୁ ଅତ୍ୟାଧୁନିକ ରୂପ ଦିଆଯାଇଛି। ସୁନ୍ଦର ଆଲୋକ ଓ ପାନୀୟ ଜଳ ର ବ୍ୟବସ୍ଥା ସହ ଶୌଚାଳୟର ସୁବିଧା ମଧ୍ୟ କରାଯାଇଛି।

ବି.ଏମ୍.ସି. ପକ୍ଷରୁ ନିର୍ମିତ ଏହି ଭେଣ୍ଡିଂ ଜୋନ ଉଦ୍‌ଘାଟନ ଉତ୍ସବରେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ମନ୍ତ୍ରୀ ଅଶୋକ ପଣ୍ଡା, ମେୟର ସୁଲୋଚନା ଦାସ ଓ କର୍ପୋରେଟର ମାନେ ଉପସ୍ଥିତ ଥିଲେ।

ଡୁମୁଡୁମା ନବୀନ ପଟ୍ଟନାୟକ ଭୁବନେଶ୍ୱର ଭେଣ୍ଡିଂ ଜୋନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଶେଷ!: ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା ତାଲିକାରେ ଓଡିଶାର ଦୁଇ ନାମ

September 17, 2026

ଉଦ୍ଧାର ଓରାଙ୍ଗଉଟାନ ଛୁଆ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ, ଚିକିତ୍ସା ଜାରି

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026
Latest News

ଓଡ଼ିଶା DGP ଚୟନ ବିବାଦ: ସୁପ୍ରିମକୋର୍ଟରେ ଶୁଣାଣି ୨୨କୁ ଘୁଞ୍ଚିଲା

September 17, 2026

ପୁରୀରେ ଭେଜାଲ ଖଜା କାରଖାନା ଉପରେ ପୋଲିସର ଚଢ଼ାଉ

September 17, 2026

‘ଦିଲ୍ଲୀରେ ରୁହନ୍ତୁ ସମସ୍ତ ମନ୍ତ୍ରୀ’: କ୍ୟାବିନେଟ୍ ବିସ୍ତାର କଳ୍ପନାଜଳ୍ପନା ମଧ୍ୟରେ ମିଳିଲା ନିର୍ଦ୍ଦେଶ

September 17, 2026

କ୍ୟାଶଲେସ୍ ଇଣ୍ଡିଆରେ ନୂଆ ମୋଡ଼! UPI ଚାର୍ଜକୁ ନେଇ ବ୍ୟବସାୟୀଙ୍କ ଅସନ୍ତୋଷ

September 17, 2026

ମହାନଦୀରେ ବୁଡ଼ି ୧୪ ବର୍ଷୀୟ ନାବାଳକ ନିଖୋଜ, ଦୁଇ ସାଙ୍ଗ ଉଦ୍ଧାର

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.