Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା
ବିଶେଷ ଖବର

ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

April 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ ତାହାର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏଥିରେ ଚାଳିଷ ଜଣ ପ୍ରଚାରକ ଅଛନ୍ତି। ତାଲିକାର ପ୍ରଥମରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିବା ବେଳେ ଦ୍ବିତୀୟରେ ଅଛନ୍ତି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଅନ୍ୟ ଯେଉଁମାନେ ଅଛନ୍ତି ସେମାନେ ହେଲେ..

ଏହି ତାଲିକା ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ପ୍ରକାଶ କରାଯାଇଛି। ଏଥିରେ ବିଧାୟକ ସୁଶାନ୍ତ ସିଂଙ୍କ ନାମ ରହିଛି। ତାଙ୍କୁ ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ସାମିଲ କରି ନ ଥିବାରୁ ବିଭିନ୍ନ ବାଦବିବାଦ ସୃଷ୍ଟି ହୋଇଥିଲା। ହେଲେ ଷ୍ଟାର ପ୍ରଚାରକ ତାଲିକାରେ ଦଳ ତାଙ୍କୁ ସାମିଲ କରିଛି।

ଝାରସୁଗୁଡା ଉପନିର୍ବାଚନ ବିଜେଡି ଷ୍ଟାର ପ୍ରଚାରକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026

ଆଜି ସେପ୍ଟେମ୍ବର ୪ ତାରିଖରେ ଏହି ପାଞ୍ଚଟି ରାଶିରେ ହେବ ଧନ ବର୍ଷା

September 4, 2026

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.