Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ତ୍ରିଲୋଚନ କାନୁନଗୋଙ୍କ ଶେଷକୃତ୍ୟ: ପୂର୍ବତନ ସାଂସଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ବିଶେଷ ଖବର

ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ତ୍ରିଲୋଚନ କାନୁନଗୋଙ୍କ ଶେଷକୃତ୍ୟ: ପୂର୍ବତନ ସାଂସଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

April 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ବର: ବିଶିଷ୍ଟ ଜନନେତା ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ, ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି। ସେ ଥିଲେ ସାଧାରଣ ଲୋକର ବନ୍ଧୁ ଓ ସାରା ଜୀବନ ସମାଜସେବା ପାଇଁ ନିଜକୁ ସମର୍ପିତ କରିଥିଲେ।

ସାଂସଦ, ବିଧାୟକ, ଦ୍ୱିତୀୟ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ତଥା କଟକ ମୁନିସିପାଲଟିର ଚେୟାରମ୍ୟାନ ଭବରେ ସେ ଅନେକ ଉଲ୍ଲେଖନୀୟ କାମ କରିଯାଇଛନ୍ତି। ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି।

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ଵର୍ଗତଃ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ତ୍ରିଲୋଚନ କାନୁନଗୋ ନବୀନ ପଟ୍ଟନାୟକ ପୂର୍ବତନ ସାଂସଦ ରାଷ୍ଟ୍ରୀୟ ମର୍ଯ୍ୟାଦା
Share. Facebook Twitter LinkedIn Email WhatsApp Copy Link

Related Posts

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Latest News

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.