Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଳିରେ ଡଙ୍ଗା ବୁଡ଼ି ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ଅନକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଆଳିରେ ଡଙ୍ଗା ବୁଡ଼ି ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ଅନକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

April 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର
Share. Facebook Twitter LinkedIn Email WhatsApp Copy Link

Related Posts

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026
Latest News

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026

ସ୍କର୍ପିଓକୁ ପଛରୁ ପିଟିଲା ଟୁରିଷ୍ଟ ବସ୍‌, ୨ ଆହତ

August 26, 2026

ପୁରୀରେ ପୁଣି ହତ୍ୟାକାଣ୍ଡ : ପଥରରେ ଛେଚି ଜଣଙ୍କୁ ହତ୍ୟା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.