Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁଇଟି ନୂଆ ଥାନା, ୪୭ ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଂଜୁରୀ
ବିଶେଷ ଖବର

ଦୁଇଟି ନୂଆ ଥାନା, ୪୭ ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଂଜୁରୀ

May 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇଟି ନୂଆ ଥାନା ସହିତ ୪୭ଟି ପୋଲିସ ପଦବୀକୁ ମଂଜୁରୀ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି ।

ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।

ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି ।

ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।

ଖୋର୍ଦ୍ଧା ଶିଳ୍ପାଞ୍ଚଳ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026

Women’s Premier League: MI ଅଧିନାୟକ ହରମନପ୍ରୀତ କୌର ବିଭିନ୍ନ ଟାଇଟେଲ କୁ ଲକ୍ଷ୍ୟ

January 7, 2026
Latest News

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

January 7, 2026

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026

Women’s Premier League: MI ଅଧିନାୟକ ହରମନପ୍ରୀତ କୌର ବିଭିନ୍ନ ଟାଇଟେଲ କୁ ଲକ୍ଷ୍ୟ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.