Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବରରେ ପହଁଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ
ବିଶେଷ ଖବର

ଭୁବନେଶ୍ବରରେ ପହଁଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

May 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡିଶା ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଗତ କାଲି ରାତିରେ ସେମାନଙ୍କୁ କୋଲକାତା ଅଣାଯାଇଥିଲା।

ଆଜି ପୂର୍ବାହ୍ନରେ ସେମାନେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। ବିମାନବନ୍ଦରରେ ଓଡିଶା ପରିବାର ପକ୍ଷ୍ୟରୁ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ କରାଯାଇଥିଲା।

ପରେ ସେମାନେ ନବୀନ ନିବାସ ଯାଇ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ସୁରକ୍ଷିତ ଭାବରେ ସେମାନଙ୍କୁ ଭୁବନେଶ୍ବର ଫେରାଇଆଣି ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସେମାନଙ୍କ ପାଠ ପଢା ବିଷୟରେ ପଚାରି ବୁଝିବା ସହ ଖୂବ୍ ଶୀଘ୍ର ମଣିପୁରରେ ସ୍ୱାଭାବିକ ଅବସ୍ଥା ଫେରି ଆସିବ ବୋଲି ଆଶା ବ୍ୟକ୍ତ କରିଥିଲେ। ପିଲାମାନଙ୍କୁ ହକି ଜର୍ସି ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସ୍ଵାଗତ କରିଥିଲେ।

କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ନବୀନ ପଟ୍ଟନାୟକ ଭୁବନେଶ୍ବର ମଣିପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

ଧାନ ସଂଗ୍ରହ କାର୍ଯ୍ୟ ସୁଚାରୁ ଭାବେ କରିବା ପାଇଁ ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

June 6, 2026

ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର!: ଆଣ୍ଡାମାନରେ ଆବିଷ୍କୃତ ହେଲା ବିଶାଳ ଗ୍ୟାସ୍ ରିଜର୍ଭ 

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.