Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ସଷ୍ଟେନ: ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

‘ସଷ୍ଟେନ: ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

May 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବରରେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅବସରରେ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଭୁବନେଶ୍ବରସ୍ଥିତ କଳା ଭୂମି ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀର ଉଦଘାଟନୀ ସମାରୋହରେ କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ଓ ଡୋନର ମନ୍ତ୍ରୀ ଜି. କିଷନ ରେଡ୍ଡୀ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ।

ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ବିତୀୟ ବୈଠକର ଅଂଶବିଶେଷ ସ୍ବରୂପ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀ ଭୁବନେଶ୍ବରସ୍ଥିତ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ – କଳାଭୂମି ପରିସରରେ ଆୟୋଜନ କରାଯାଉଛି। ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ବାରା ଗ୍ରହଣ କରାଯାଇଥିବା ଦ୍ବିତୀୟ ପ୍ରାଥମିକତା – “ଏକ ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ” ବିଷୟବସ୍ତୁକୁ ଆଧାର କରି ଏହି ପ୍ରଦର୍ଶନୀ ଆୟୋଜନ କରାଯାଉଛି। ଆସନ୍ତାକାଲି ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ସାଧାରଣ ଜନତାଙ୍କ ପାଇଁ ଖୋଲା ରହିବ।

ଜି-୨୦ ସଦସ୍ୟ ରାଷ୍ଟ୍ର, ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ପ୍ରଦର୍ଶନୀ ବୁଲି ଦେଖିଥିଲେ ଏବଂ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ଶିଳ୍ପୀମାନଙ୍କ ସହିତ ମତ ବିନିମୟ କରିଥିଲେ। ସେମାନେ ମଧ୍ୟ କାରିଗରମାନଙ୍କ ଠାରୁ ବିଭିନ୍ନ ହସ୍ତକଳାର ତିଆରି ପଦ୍ଧତିର ପ୍ରତ୍ୟକ୍ଷ ଭାବେ ଦେଖିବା ଓ ଅନୁଭୂତି ହାସଲ କରିଥିଲେ।

ଜି. କିଷନ ରେଡ୍ଡୀ ନବୀନ ପଟ୍ଟନାୟକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026
Latest News

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.