Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂତନ ସଂସଦ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଆଶାର ସଂଚାର କରିବ: ପ୍ରଧାନମନ୍ତ୍ରୀ
ବିଶେଷ ଖବର

ନୂତନ ସଂସଦ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଆଶାର ସଂଚାର କରିବ: ପ୍ରଧାନମନ୍ତ୍ରୀ

May 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସଂସଦର ନୂତନ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଅଶାର ସଂଚାର କରିବ। ଶ୍ରୀ ମୋଦୀ ଫଳକକୁ ଉନ୍ମୋଚନ କରିବା ସହିତ ନୂତନ ସଂସଦ ଭବନକୁ ରାଷ୍ଟ୍ର ପାଇଁ ଉତ୍ସର୍ଗ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରି କହିଛନ୍ତି ଯେ, “ଆଜିର ଦିନଟି ଆମ ଦେଶବାସୀଙ୍କ ପାଇଁ ଏକ ସ୍ମରଣୀୟ ଦିନ ଅଟେ। ସଂସଦର ନୂତନ ଭବନ ଆମ ସମସ୍ତଙ୍କ ମନରେ ଗର୍ବ ଏବଂ ନୂତନ ଅଶାର ସଂଚାର କରିବ। ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ଏହି ଦିବ୍ୟ ତଥା ଚମତ୍କାର ଭବନ ଦେଶର ସଶକ୍ତିକରଣ ସହିତ ଜାତିର ସମୃଦ୍ଧତା ଏବଂ ଶକ୍ତି ପାଇଁ ନୂତନ ଗତି ଏବଂ ଶକ୍ତି ଦେବ।

“ଭାରତର ସଂସଦର ନୂତନ ଭବନ ଉଦଘାଟନ ହେବାପରେ ଆମର ହୃଦୟ ଓ ମନ ଗର୍ବ, ଆଶା ଏବଂ ପ୍ରତିଶୃତିରେ ପରିପୂର୍ଣ୍ଣ ହୋଇଛି। ଏହି ଭବ୍ୟ ସୌଧ ସଶକ୍ତିକରଣ ସ୍ୱପ୍ନକୁ ପ୍ରଜ୍ୱଳିତ କରି ତାହାକୁ ବାସ୍ତବରେ ପରିଣତ କରିବାର ଉତ୍ପତିସ୍ଥଳ ହେଉ। ଏହା ଆମ ମହାନ ରାଷ୍ଟ୍ରକୁ ପ୍ରଗତିର ନୂତନ ଶିଖରକୁ ନେଇଯାଉ।”

ନରେନ୍ଦ୍ର ମୋଦୀ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଦୀପାବଳି, ହିନ୍ଦୁ ଧର୍ମର ଏହି ଲୋକପ୍ରିୟ ପର୍ବର କିଛି ଜଣା ଅଜଣା କଥା

October 12, 2025

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ନବୀନ ନିବାସକୁ କାହିଁକି ଯାଇଥିଲେ ସାଂସଦ ଅପରାଜିତା ଷଡଙ୍ଗୀ, ଚାଲିଛି ଜୋରଦାର ଚର୍ଚ୍ଚା

October 12, 2025

ଭୁବନେଶ୍ୱରରେ ‘ପିଏମ୍’- ‘ଡିଡିକେୱାଇ ଏବଂ ଡାଲି ଆତ୍ମନିର୍ଭରତା ମିଶନର ଲାଇଭ୍ ୱେବକାଷ୍ଟ

October 11, 2025
Latest News

କେବଳ ସିଗାରେଟ୍ ଧୂଆଁ ନୁହେଁ, ଧୂପକାଠିର ଧୂଆଁ ମଧ୍ୟ ବିପଦଜନକ; ଫୁସଫୁସକୁ ପହଞ୍ଚାଏ ଯଥେଷ୍ଟ କ୍ଷତି 

October 12, 2025

ଦୀପାବଳି, ହିନ୍ଦୁ ଧର୍ମର ଏହି ଲୋକପ୍ରିୟ ପର୍ବର କିଛି ଜଣା ଅଜଣା କଥା

October 12, 2025

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.