Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ନାଗରିକମାନଙ୍କୁ ସ୍ମରଣ କରାଇଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ନାଗରିକମାନଙ୍କୁ ସ୍ମରଣ କରାଇଲେ ପ୍ରଧାନମନ୍ତ୍ରୀ

June 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜୁନ ୨୧ରେ ହେବାକୁ ଥିବା ନବମ ଆନ୍ତର୍ଜାତିକ ଯୋଗ ଦିବସ ସମ୍ପର୍କରେ ଦେଶବାସୀଙ୍କୁ ସ୍ମରଣ କରାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଆସନ୍ତୁ ପ୍ରସ୍ତୁତ ହେବା ଏବଂ ଆମ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଏହି ପ୍ରାଚୀନ ସ୍ୱାସ୍ଥ୍ୟ ପଦ୍ଧତିକୁ ପାଳନ କରିବା।

Just three weeks left for International Yoga Day!

Let us gear up and celebrate this ancient practice that enhances our mental and physical well-being. Let us create a healthier and happier society. https://t.co/D6iP2UDoGZ

— Narendra Modi (@narendramodi) May 31, 2023

ଆୟୁଷ ମନ୍ତ୍ରାଳୟର ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଆଉ ମାତ୍ର ତିନି ସପ୍ତାହ ବାକି!

ଆସନ୍ତୁ ପ୍ରସ୍ତୁତ ହେବା ଏବଂ ଆମ ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଏହି ପ୍ରାଚୀନ ବ୍ୟବସ୍ଥାକୁ ପାଳନ କରିବା। ଆସନ୍ତୁ ଆମେ ଏକ ସୁସ୍ଥ ଓ ସୁଖୀ ସମାଜ ନିର୍ମାଣ କରିବା।”

ଆନ୍ତର୍ଜାତିକ ଯୋଗ ଦିବସ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.