Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଯାଜପୁର ରୋଡ ଷ୍ଟେସନରେ ଛ୍ଅ ଶ୍ରମିକଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା
ବିଶେଷ ଖବର

ଯାଜପୁର ରୋଡ ଷ୍ଟେସନରେ ଛ୍ଅ ଶ୍ରମିକଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା

June 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନୁକମ୍ପା ସହାୟତା ଆଶୁ ଆରୋଗ୍ୟ କାମନା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଶୋକ ଶ୍ରମିକଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 11, 2026

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026
Latest News

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.