Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୫ଟି ଉପକ୍ରମରେ ମଡେଲ ସ୍କୁଲ ଭାବରେ ଗଢାହେବ ବାହନାଗା ହାଇସ୍କୁଲ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୫ଟି ଉପକ୍ରମରେ ମଡେଲ ସ୍କୁଲ ଭାବରେ ଗଢାହେବ ବାହନାଗା ହାଇସ୍କୁଲ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ‍ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗା ଯିବ। ୫ଟି ଉପକ୍ରମ ରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଗଠିତ ଭୟାବହ ରେଳ ଦୂର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ମରଶରୀରକୁ ସମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଶବ ଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ସମ୍ପର୍କରେ ବିଭିନ୍ନ ମହଲରେ ଦାବି ହୋଇଥିଲା।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ମୁଖ୍ୟ ସାଚନ ସଚିବ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍‌ ଫରେନ୍ସିଂ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ।

ସମସ୍ତଙ୍କର ମତାମତ ନେଇଥିଲେ। ଯେହେତୁ ଛାତ୍ରଛାତ୍ରୀ ଅଭିବାବକ ଓ ଶକ୍ଷକ ଶିକ୍ଷୟତ୍ରୀ ମଧ୍ୟରେ ସେ ଦିନର ଭୟଙ୍କର ଦୃଶ୍ୟ ଏବେବି ସେମାନଙ୍କ ମନରେ ଭୟ ସୃଷ୍ଟି କରିଛି ଏବଂ ସେମାନେ ସମସ୍ତେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ elementary ସ୍କୁଲକୁ ଭାଙ୍ଗି ତା’ର ପୁନଃନିର୍ମାଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026

ଅମିତ ଶାହଙ୍କୁ ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.