Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବସିଲା ରଥଯାତ୍ରା ସମନ୍ବୟ କମିଟ ବୈଠକ, ଠିକ ସମୟରେ ନୀତି କରିବାକୁ ନବୀନଙ୍କ ପରାମର୍ଶ
ବିଶେଷ ଖବର

ବସିଲା ରଥଯାତ୍ରା ସମନ୍ବୟ କମିଟ ବୈଠକ, ଠିକ ସମୟରେ ନୀତି କରିବାକୁ ନବୀନଙ୍କ ପରାମର୍ଶ

June 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବସିଲା ରଥଯାତ୍ରା ସମନ୍ବୟ କମିଟ ବୈଠକ, ଠିକ ସମୟରେ ନୀତି କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ବର: ଆଜି ରଥଯାତ୍ରା ଶେଷ ସମନ୍ବୟ କମିଟ ବୈଠକ ଆୟୋଜିତ ହୋଇଯାଇଛି। ପୁରୀରେ ହୋଇଥିବା ଏହି ବୈଠକରେ ଭିଡିଓ କନଫ୍ରେସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯାହା କହିଥିଲେ ତାହା ହେଲା, ମହାପ୍ରଭୂ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୂଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ। ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁ ରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ।

• ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।

• ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର।

• ଏ ବର୍ଷ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର।

• ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର।

RathYatra

ପୁରୀର ଜନସାଧାରଣ, ମହାପ୍ରଭୂଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ , ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ। ମହାପ୍ରଭୂଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ ଆଇନମନ୍ତ୍ରୀ ଶକ୍ତିମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ମୁଖ୍ୟ ଶାସନ, ଉନ୍ନୟନ କମିଶନର, ପୋଲିସ ଡିଜି ପ୍ରମୁଖ ଯୋଗ ଦେଇଥିଲେ।

rathayatra rathyatra ରଥଯାତ୍ରା ରଥଯାତ୍ରା ସମନ୍ବୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026
Latest News

ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ଅଭିଯୋଗରେ ଦୁଇ ସନ୍ଦିଗ୍ଧ ଗିରଫ

March 19, 2026

ଆଜିଠାରୁ ଆରମ୍ଭ ହେଲା ନବରାତ୍ରି: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

କୁଏତର ଯୁବରାଜଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.