Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚମ୍ପିୟାନ ଭାରତ ଟିମ ପାଇଁ ୧ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ଚମ୍ପିୟାନ ଭାରତ ଟିମ ପାଇଁ ୧ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

June 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚମ୍ପିୟାନ ଭାରତ ଟିମ ପାଇଁ ୧ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭାରତ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ ୨୦୨୩ ର ଚାମ୍ପିଅନ୍ ହୋଇଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଚାଲିଥିବା ଏହି କ୍ରୀଡାରେ ଭାରତର ନୀଳ ଟାଇଗରମାନେ ଲେବାନନକୁ ପରାସ୍ତ କରିଛି।

ଅଧିନାୟକ ସୁନୀଲ ଛେତ୍ରୀ ଏବଂ ଲାଲାନିଆଜୁୱାଲା ଚାଙ୍ଗେ ୨-୦ ଗୋଳ ଦେଇ ବିଜୟ ହାସଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଖୁସି ଜନତାଙ୍କ ଆଗରେ ଚାମ୍ପିୟନମାନଙ୍କୁ  ଟ୍ରଫି ପ୍ରଦାନ କରିଥିଲେ।

ଏହି ମହାନ୍ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାମ୍ପିଅନ୍ସ ଟିମ୍ ଭାରତ ପାଇଁ ଏକ କୋଟି ଟଙ୍କା ଘୋଷଣା କରିଛନ୍ତି।

ଷ୍ଟାଡିୟମରେ ଭରପୁର ଦର୍ଶକଙ୍କ ଗହଣରେ ଭାରତୀୟ ଏବଂ ଲେବାନୀୟ କଣ୍ଟିଜେଣ୍ଟର ପ୍ରତ୍ୟେକ ସଦସ୍ୟଙ୍କୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ପ୍ରଦାନ କରିଥିଲେ। ଉଦଜାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାମ୍ପିୟନମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସେ କହିଛନ୍ତି, “ଏହି ସମ୍ମାନଜନକ ଇଣ୍ଟରକଣ୍ଟିନେଣ୍ଟାଲ୍ କପ୍ ଆୟୋଜନ କରିବା ଆମ ରାଜ୍ୟ ପାଇଁ ଗର୍ବର ବିଷୟ। କ୍ରୀଡା ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଭାରତକୁ ଅଭିନନ୍ଦନ ଜଣାଉଛି। ଓଡିଶା ଆହୁରି ଅନେକ ଫୁଟବଲ୍ ପ୍ରତିଯୋଗୀତାର ଆୟୋଜନ କରିବ ବୋଲି ନବୀନ କହିଥିଲେ।

ଏହି ଐତିହାସିକ ରାତିରେ କ୍ରୀଡ଼ା ଓ ଯୁବ ବ୍ୟାପର ମନ୍ତ୍ରୀ ତୁଷାରକାନ୍ତ ବେହେରା, ୫ ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍, କ୍ରୀଡ଼ା ସଚିବ ଭିନୀଲ କୃଷ୍ଣା, ଏଆଇଏଫ୍ଏଫ୍ ସଭାପତି କଲ୍ୟାଣ ଚୁଭେ, ସେକ୍ରେଟେରୀ ଜେନେରାଲ୍, ଏଆଇଏଫ୍ଏଫ୍, ଶାଜି ପ୍ରଭାକରନ୍ ଏବଂ ଓଡିଶାର ଫୁଟବଲ୍ ଆସୋସିଏସନ୍ ସଂପାଦକ ଆଶିର୍ବାଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଫୁଟବଲ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.