Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ: ୨.୪୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ: ୨.୪୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ।
ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲା ବାହାନଗା ହାଇସ୍କୁଲ ଭି.କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.