Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘‘ଭାରତ ଓ ଆମେରିକା: ଭବିଷ୍ୟତ ପାଇଁ ଦକ୍ଷତା ବିକାଶ’’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

‘‘ଭାରତ ଓ ଆମେରିକା: ଭବିଷ୍ୟତ ପାଇଁ ଦକ୍ଷତା ବିକାଶ’’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ୱାଶିଂଟନ: ୱାଶିଂଟନ ଡିସି ସ୍ଥିତ ନେସନାଲ ସାଇନ୍ସ ସେଣ୍ଟର ଠାରେ ଆୟୋଜିତ ‘‘ଭାରତ ଓ ଆମେରିକା: ଭବିଷ୍ୟତ ପାଇଁ ଦକ୍ଷତା ବିକାଶ’’ ବିଷୟବସ୍ତୁ ଉପରେ ଆଧାରିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ପ୍ରଥମ ମହିଳା ଡକ୍ଟର ଜିଲ୍‌ ବାଇଡେନ୍‌ ଅଂଶଗ୍ରହଣ କରିଛନ୍ତି।

ସମାଜର ବିଭିନ୍ନ ବର୍ଗରେ ଉନ୍ନତ ମାନର ଶିକ୍ଷାକୁ ସମ୍ପ୍ରସାରିତ ଓ ପରିବର୍ଦ୍ଧିତ କରିବା ଲାଗି ଉଚ୍ଚ ଶିକ୍ଷାନୁଷ୍ଠାନରେ କର୍ମଶକ୍ତି ପୁନଃବିକାଶ ଉପରେ କାର୍ଯ୍ୟକ୍ରମରେ ଧ୍ୟାନ କେନ୍ଦ୍ରିତ କରାଯାଇଥିଲା।

ଶିକ୍ଷା, ଦକ୍ଷତା ବିକାଶ ଓ ନବସୃଜନକୁ ପ୍ରୋତ୍ସାହନ ଦେବା ଲାଭି ଭାରତ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଭାରତ ଓ ଆମେରିକାର ଶିକ୍ଷା ଓ ଗବେଷଣା ଇକୋସିଷ୍ଟମ ମଧ୍ୟରେ ବର୍ତ୍ତମାନ ଜାରି ରହିଥିବା ଦ୍ୱିପାକ୍ଷିକ ଶିକ୍ଷାଗତ ବିନିମୟ ଓ ସହଭାଗିତାକୁ ସେ ପ୍ରଶଂସା କରିଥିଲେ। ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଭାରତ-ଆମେରିକା ସହଭାଗିତାକୁ ତ୍ୱରାନ୍ୱିତ କରିବା ଲାଗି ପ୍ରଧାନମନ୍ତ୍ରୀ ୫-ସୂତ୍ରୀ ପ୍ରସ୍ତାବ ଦେଇଥିଲେ। ସେଗୁଡ଼ିକ ହେଲା:

୧- ସରକାର, ଉଦ୍ୟୋଗ ଏବଂ ଶିକ୍ଷାକ୍ଷେତ୍ରକୁ ଏକତ୍ରିତ କରି ସମନ୍ୱିତ ଦୃଷ୍ଟିକୋଣ ଆପଣାଇବା

୨- ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିନିମୟକୁ ପ୍ରୋତ୍ସାହିତ କରିବା

୩- ଦୁଇ ଦେଶ ମଧ୍ୟରେ ବିଭିନ୍ନ ବିଷୟବସ୍ତୁ ଉପରେ ହ୍ୟାକାଥନ୍‌ ଆୟୋଜନ

୪- ଧନ୍ଦାମୂଳକ ଶିକ୍ଷା ଯୋଗ୍ୟତାକୁ ଆପୋସ ମାନ୍ୟତା

୫- ଶିକ୍ଷା ଓ ଗବେଷଣା କ୍ଷେତ୍ର ସହ ଜଡ଼ିତ ଲୋକମାନଙ୍କ ଗସ୍ତକୁ ପ୍ରୋତ୍ସାହନ

ଏହି କାର୍ଯ୍ୟକ୍ରମରେ ନର୍ଦର୍ଣ୍ଣ ଭର୍ଜିନିଆ କମ୍ୟୁନିଟୀ କଲେଜର ଅଧ୍ୟକ୍ଷ, ଆମେରିକୀୟ ବିଶ୍ୱବିଦ୍ୟାଳୟ ସଂଘର ସଭାପତି, ମାଇକ୍ରନ୍‌ ଟେକ୍ନୋଲୋଜିର ସଭାପତି ଓ ସିଇଓ ଏବଂ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

ଆମେରିକା ଭାରତ ୱାଶିଂଟନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.