Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ

June 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ Duchenne Muscular Dystrophy ପୀଡିତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଂଜୁର କରିଛନ୍ତି।
ଉପରୋକ୍ତ ତିନି ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଂଜୁର କରାଯାଇଛି। ସୂଚନାଯୋଗ୍ୟ ଯେ, DMD ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ।
ନବୀନ ପଟ୍ଟନାୟକ ବାଲେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.