Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୫-ଟି ସଚିବଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ
ବିଶେଷ ଖବର

୫-ଟି ସଚିବଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ

June 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକିୟା ତ୍ୱରାନ୍ୱିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି।

ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା।

ପ୍ରକାଶ ଥାଉ କି ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି. କେ. ପାଣ୍ଡିଆନ୍ ଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ମଧ୍ୟ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ। ୫-ଟି ସଚିବ ଙ୍କ ଏହି ଗସ୍ତ ସମୟରେ ଜନସାଧାରଣ ମାନେ ତାଙ୍କୁ ଭେଟି ଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ ୫-ଟି ସଚିବଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ।

ରାଜଗାଙ୍ଗପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026
Latest News

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.