Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ ଦ ନାଇଲ୍‌’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ ଦ ନାଇଲ୍‌’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

June 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍‌ ଦ ନାଇଲ୍‌’ରେ ସମ୍ମାନିତ କରାଯାଇଛି। ଇଜିପ୍ଟ ରାଷ୍ଟ୍ରପତି ଅବଦଲ ଫତେହ ଅଲ ସିସି ୨୫ ଜୁନ୍‌ ୨୦୨୩ରେ କାଏରୋସ୍ଥିତ ପ୍ରେସିଡେନ୍ସୀ ଠାରେ ଅନୁଷ୍ଠିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଥିଲେ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭାରତର ନାଗରିକଙ୍କ ତରଫରୁ ଏହି ସମ୍ମାନ ପାଇଁ ରାଷ୍ଟ୍ରପତି ଅଲ ସିସିଙ୍କୁ ଧନ୍ୟବାଦ ଜଣାଇଥିଲେ।

ପ୍ରଥମ ଭାରତୀୟ ଭାବେ ପ୍ରଧାନମନ୍ତ୍ରୀ ମୋଦୀ ଏହି ପୁରସ୍କାର ପାଇଛନ୍ତି।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026
Latest News

ଶେଷ ପର୍ଯ୍ୟାୟରେ ରାଜ୍ୟବ୍ୟାପୀ ଚାଲିଥିବା ଏସଆଇଆର କାର୍ଯ୍ୟକ୍ରମ

June 23, 2026

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍‌, ଦୁଇ ଭାଇଙ୍କ ମୃତ୍ୟୁ

June 23, 2026

କଟକ ତ୍ରିଶୂଳିଆ ବ୍ରିଜରେ ଭୟାବହ ସଡ଼କ ଦୁର୍ଘଟଣା: କାର ଚାଳକଙ୍କ ମୃତ୍ୟୁ, ହାଇୱା ଚାଳକ ଫେରାର

June 23, 2026

ଡିଭିଏଫ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେସନରେ ବିପୁଳ ମାଓ ସାମଗ୍ରୀ ଜବତ

June 23, 2026

ଗେମିଂ ଜୋନ୍: ମନୋରଞ୍ଜନର କେନ୍ଦ୍ର ନା ଅଗ୍ନିର ଫାନ୍ଦ?

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.