Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଅନୁକମ୍ପା ସହାୟତା ଘୋଷଣା
ବିଶେଷ ଖବର

କେଉଁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଅନୁକମ୍ପା ସହାୟତା ଘୋଷଣା

June 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତ ରାତିରେ କେଉଁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନୁକମ୍ପା ସହାୟତା କେଉଁଝର ମୁଖ୍ୟମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.