Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହେଲେ ତିନି ଠାକୁର, କାଲି ଅଧରପଣା
ବିଶେଷ ଖବର

ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହେଲେ ତିନି ଠାକୁର, କାଲି ଅଧରପଣା

June 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହେଲେ ତିନି ଠାକୁର, କାଲି ଅଧରପଣା

ପୁରୀ : ଆଜି ପବିତ୍ର ଆଷାଢ ମାସ ଶୁକ୍କ ପକ୍ଷ ଏକାଦଶୀ ତିଥି। ବଡଦାଣ୍ଡରେ ତିନି ରଥ ଉପର ଶ୍ରୀଜୀଉଙ୍କ ଆକର୍ଷୀଣୀୟ ସୁନାବେଶ ଅନୁଷ୍ଠିତ ହୋଇଛି। ଆଜି ହେଉଛି ମହାପ୍ରଭୁଙ୍କ ସୁନାବେଶ। ଆଜି ମଧ୍ୟାହ୍ନ ଧୂପ­ ପରେ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କର ସୁନାବେଶ। ଭଣ୍ଡାର ଘରୁ ପୋଲିସ ପ୍ରଶାସନ ଏବଂ ଭଣ୍ଡାର ସେବକଙ୍କ ଦ୍ୱାରା ରଥକୁ ଆସିଥିଲା ମହାପ୍ରଭୁକଙ୍କର ମହଣ ମହଣ ସୁନା।

ରଥ ଉପରେ ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାରରେ ଚତୁର୍ଦ୍ଧାମୂରତୀ। ମହଣ ମହଣ ସୁବର୍ଣ୍ଣରେ ନିର୍ମିତ ଶ୍ରୀପୟର ,ଶ୍ରୀଭୁଜ,କିରଟ,ଓଡ଼ିଆଣୀ ପ୍ରଭୃତି ଭିନ୍ନ ଭିନ୍ନ ସ୍ଵର୍ଣ ଅଳଙ୍କାରରେ ଅଳଙ୍କୃତ ହୋଇଛନ୍ତି ଶ୍ରୀଜିଉ।

ବର୍ଷକୁ ପାଞ୍ଚଥର ଶ୍ରୀଜୀଉଙ୍କ ଏହି ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଥାଏ। ହେଲେ ରଥ ଉପରେ ଥରଟିଏ ଏହି ସୁନା ବେଶ ଅନୁଷ୍ଠିତ ହେଉଥିବାରୁ ଏହାର ମହତ୍ୱ ବେଶ୍‌ ଅଧିକ ରହିଛି।

ଆସନ୍ତାକାଲି ରଥରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥ ଉପରେ ତିନୋଟି ବଡ ମାଟି ହାଣ୍ଡିରେ ପଣା ଭୋଗ କରାଯିବ। ଏହି ଭୋଗ ସରିବା ପରେ ସେହି ମାଟି ହାଣ୍ଡିକୁ ସେହିଠାରେ ଭାଙ୍ଗି ଦିଆଯିବ। ଏହାପରେ ଶନିବାର ଦିନ ମହାପ୍ରଭୃ ରଥରୁ ରତ୍ନ ସିଂହାସନକୁ ବିଜେ କରିବେ।

ରଥଯାତ୍ରା ସୁନାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ପାଦଦେଶରେ ବନ୍ୟା ବିତ୍ପାତ: ନାଲି କାଦୁଅ ପାଣିରେ ବୁଡ଼ିଲା ପୋଲ, ବାରିପଦା-ଭୁବନେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ

September 25, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ, ବାତିଲ ହେଲା ଏକାଧିକ ଟ୍ରେନ୍; ଜାଣନ୍ତୁ ସମ୍ପୂର୍ଣ୍ଣ ତାଲିକା

September 25, 2026

ଛୋଟ ପିଲାଙ୍କ ସ୍ୱାସ୍ଥ୍ୟ ପାଇଁ କେନ୍ଦ୍ର ସରକାରଙ୍କ ପଦକ୍ଷେପ: ବିଦ୍ୟାଳୟ ନିକଟରେ ଅସ୍ୱାସ୍ଥ୍ୟକର ଖାଦ୍ୟ ବିକ୍ରି ଉପରେ କଟକଣା

September 25, 2026

ଅକ୍ଟୋବର ୨୬ରୁ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଫର୍ମ ଫିଲଅପ୍

September 25, 2026
Latest News

UPI ଚାର୍ଜ ନେଇ ବଡ଼ ଅପଡେଟ୍: ଭାରତ ସହ ୧୧ ଦେଶରେ ଲାଗିବ ନୂଆ MDR

September 25, 2026

UPI ବନାମ କ୍ରେଡିଟ୍ କାର୍ଡ ବନାମ ଡେବିଟ୍ କାର୍ଡ: କେଉଁଥିରେ କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 25, 2026

Asian Games 2026: ଭାରତକୁ ଦ୍ୱିତୀୟ ସ୍ୱର୍ଣ୍ଣ, ୧୦ ମିଟର ଏୟାର ପିସ୍ତଲରେ କମଲଜିତ-ସୁରୁଚିଙ୍କ କମାଲ

September 25, 2026

ଶିମିଳିପାଳ ପାଦଦେଶରେ ବନ୍ୟା ବିତ୍ପାତ: ନାଲି କାଦୁଅ ପାଣିରେ ବୁଡ଼ିଲା ପୋଲ, ବାରିପଦା-ଭୁବନେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ

September 25, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ, ବାତିଲ ହେଲା ଏକାଧିକ ଟ୍ରେନ୍; ଜାଣନ୍ତୁ ସମ୍ପୂର୍ଣ୍ଣ ତାଲିକା

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.