Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବରଙ୍ଗପୁରର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ
ବିଶେଷ ଖବର

ନବରଙ୍ଗପୁରର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

June 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଉମରକୋଟ ନବରଙ୍ଗପୁର ଜିଲ୍ଲା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ଟ୍ରମ୍ପଙ୍କ ଧମକକୁ ଖାତିର ନାହିଁ!: ରୁଷ ତୈଳ ଉପରେ କଟକଣା ସତ୍ତ୍ୱେ ରେକର୍ଡ ଆମଦାନୀ କଲା ଭାରତ

June 21, 2026
Latest News

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026

ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡ ଗିରଫ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.