Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କଟକ, ବ୍ରହ୍ମପୁର ଓ ବୁର୍ଲା ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ

July 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି Station Officer, ଚାରିଗୋଟି Leading Fireman, ତିନି ଗୋଟି ହାବିଲଦାର, ତିନି ଗୋଟି Fireman Driver ଏବଂ ୩୦ଟି Fireman ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ।

କଟକ ନବୀନ ପଟ୍ଟନାୟକ ବୁର୍ଲା ବ୍ରହ୍ମପୁର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.