Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୧୨୬ କୋଟି 
ବିଶେଷ ଖବର

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ଖର୍ଚ୍ଚ ହେବ ୧୨୬ କୋଟି 

July 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା – ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ।
ଏହି ଯୋଜନାରେ ବାଲିଗୁଡା ବ୍ଳକର ଲଡଗାଁ ଗ୍ରାମ ନିକଟରେ  ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ।
କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ।
ସୂଚନାଯୋଗ୍ୟ ଯେ, ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ। ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବୀ ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ।
ନଦୀଗର୍ଭ ଜଳାଶୟ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ମଝିଘରିଆଣୀ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026
Latest News

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.