Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଘଣ୍ଟା ଘଣ୍ଟା ଧରି କଥା ହେଉଥିବା ପ୍ରଧାନମନ୍ତ୍ରୀ ମଣିପୁର ପାଇଁ ମାତ୍ର ୩୬ ସେକେଣ୍ଡ କାହିଁକି?: ସତ୍ୟପାଲ ମଲିକ
ବିଶେଷ ଖବର

ଘଣ୍ଟା ଘଣ୍ଟା ଧରି କଥା ହେଉଥିବା ପ୍ରଧାନମନ୍ତ୍ରୀ ମଣିପୁର ପାଇଁ ମାତ୍ର ୩୬ ସେକେଣ୍ଡ କାହିଁକି?: ସତ୍ୟପାଲ ମଲିକ

July 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ତାଙ୍କ ବିବୃତ୍ତି ହେତୁ ହେଡଲାଇନରେ ରହିଛନ୍ତି। ମଣିପୁର ହିଂସା ଅନ୍ତର୍ଗତ କୁକି ମହିଳାଙ୍କୁ ଉଲଗ୍ନ ପ୍ୟାରେଡ କରାଯିବା ଘଟଣା ପରେ ତାଙ୍କର ବିବୃତ୍ତି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଘନିଷ୍ଠ ଥିବା ସତ୍ୟପାଲ ମଲିକ ତାଙ୍କ ତାଜା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି।

https://twitter.com/SatyapalmalikG/status/1682058575773048832?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1682058575773048832%7Ctwgr%5E6cf8bac9b3076c4f6ce2771d5e71b65076e4949a%7Ctwcon%5Es1_&ref_url=https%3A%2F%2Fwww.abplive.com%2Fstates%2Fdelhi-ncr%2Fsatya-pal-malik-taunt-narendra-modi-for-spoke-only-36-seconds-on-burning-manipur-2457462

ସେ କହିଛନ୍ତି ଯେ, ମନ କି ବାତ ସମେତ ଅନ୍ୟାନ୍ୟ ପ୍ରସଙ୍ଗରେ ଘଣ୍ଟା ଘଣ୍ଟା ଧରି କଥା ହେଉଥିବା ପ୍ରଧାନମନ୍ତ୍ରୀ ମୋଦୀ ମଣିପୁରରେ ଘଟିଥିବା ଅମାନୁଷିକ ତଥା ଲଜ୍ଜାଜନକ ଘଟଣା ବିଷୟରେ ମାତ୍ର ୩୬ ସେକେଣ୍ଡ କଥା କହିଛନ୍ତି। ତାଙ୍କର କିଛି ସେକେଣ୍ଡର ବିବୃତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବାକୁ ଯାଉଛି। ମଣିପୁର ହିଂସା ବିଷୟରେ ଶ୍ରୀ ମଲିକ ଟୁଇଟ୍ କରି କହିଛନ୍ତି ଯେ, ‘ପ୍ରଧାନମନ୍ତ୍ରୀ, ଯିଏ କି ପ୍ରତି ମାସରେ ଘଣ୍ଟା ଘଣ୍ଟା ଧରି କଥା ହେଉଥିଲେ, ଆଜି ଜଳୁଥିବା ମଣିପୁର ବିଷୟରେ କେବଳ ୩୬ ସେକେଣ୍ଡ କଥା କହିଥିଲେ। ଏଭଳି କାହିଁକି? ବେଟି-ବଚାଓ, ବେଟି-ପଢାଓର ସ୍ଲୋଗାନ ଦେଇଥିବା ସରକାରଙ୍କ ଶାସନ କାଳରେ ଝିଅମାନଙ୍କୁ ଖୋଲାଖୋଲି ଭାବେ ଉଲଗ୍ନ କରାଯାଇଛି। ମଣିପୁରରେ ମହିଳାଙ୍କ ଉପରେ ହୋଇଥିବା ବର୍ବରତା ନିନ୍ଦନୀୟ।

ଜମ୍ମୁ କାଶ୍ମୀର ପୂର୍ବତନ ରାଜ୍ୟପାଳ ମଣିପୁର ହିଂସା ସତ୍ୟପାଲ ମଲିକ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026
Latest News

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.