Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନଡ୍ଡା ଗଠନ କଲେ ନୂଆ ଟିମ୍, ଅଛନ୍ତି ବୈଜୟନ୍ତ ପଣ୍ଡା, ଅରୁଣ ସିଂ, ସୁନୀଲ ବଂଶଲ ପ୍ରମୁଖ
ବିଶେଷ ଖବର

ନଡ୍ଡା ଗଠନ କଲେ ନୂଆ ଟିମ୍, ଅଛନ୍ତି ବୈଜୟନ୍ତ ପଣ୍ଡା, ଅରୁଣ ସିଂ, ସୁନୀଲ ବଂଶଲ ପ୍ରମୁଖ

July 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାଙ୍କର ନୂଆ ଟିମ ଗଠନ କରିଛନ୍ତି। ଏଥିରେ ସେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ରାଷ୍ଟ୍ରୀୟ ମହାସଚିବ, ରାଷ୍ଟ୍ରୀୟ ମହାମନ୍ତ୍ରୀ, ରାଷ୍ଟ୍ରୀୟ ଉପ ମହାମନ୍ତ୍ରୀ, କୋଷାଧ୍ୟକ୍ଷ, ମହାକୋଷାଧ୍ୟକ୍ଷ ରାଷ୍ଟ୍ରୀୟ ସଚିବ ପ୍ରମୁଖ ପଦବୀରେ ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି।

ନୂଆ ତାଲିକାରେ ନଡ୍ଡା 13 ଜଣଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ରମଣ ସିଂ, ବସୁନ୍ଧରା ରାଜେ, ରଘୁବର ଦାସ ଏବଂ ବୈଜୟନ୍ତ ପଣ୍ଡା ପ୍ରମୁଖ ଏହି ତାଲିକାରେ ଅଛନ୍ତି। ସେହିପରି ରାଷ୍ଟ୍ରୀୟ ମହାମନ୍ତ୍ରୀ ଭାବେ ଅରୁଣ ସିଂ, ସୁନୀଲ ବଂଶଲ, ଦୁଷ୍ମନ୍ତ କୁମାର ଗୌତମ ପ୍ରମୁଖ ରହିଛନ୍ତି।

ସେହିପରି ରାଷ୍ଟ୍ରୀୟ ମହାମନ୍ତ୍ରୀ ସଂଗଠନ ଭାବେ ଜଣଙ୍କୁ ନିଯୁକ୍ତି ମିଳିଛି। ସେ ହେଲେ ବି ଏଲ ସନ୍ତୋଷ। ବିଶ୍ବପ୍ରକାଶଙ୍କୁ ରାଷ୍ଟ୍ରୀୟ ଉପମହାମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। କୋଷାଧ୍ୟକ୍ଷ ଭାବେ ରାଜେଶ ଅଗ୍ରୱାଲଙ୍କୁ ନଡ୍ଡା ନିଯୁକ୍ତି ପ୍ରଦାନ କରିଛନ୍ତି।

BJP Election2024 ଜେପିନଡ୍ଡା ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.