Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବ ଦାସ ହତ୍ୟା ମାମଲାକୁ ନେଇ ହୀନ ରାଜନୀତି କରୁଛି ବିଜେପି: ବିଜେଡି
ବିଶେଷ ଖବର

ନବ ଦାସ ହତ୍ୟା ମାମଲାକୁ ନେଇ ହୀନ ରାଜନୀତି କରୁଛି ବିଜେପି: ବିଜେଡି

July 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା ବିଜେପି ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନଥିବାରୁ ସେମାନେ ପ୍ରତି ୧୫ ଦିନରେ ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ ମନ୍ତବ୍ୟମାନ ଦିଅନ୍ତି। ଏଥର ସେମାନେ ନବ ଦାସଙ୍କ ହତ୍ୟା ମାମଲାକୁ ଏଥିପାଇଁ ବାଛିଥିବା କହିଛନ୍ତି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା।

ଗଣମାଧ୍ୟମକୁ ଶ୍ରୀ ପଣ୍ଡା କହିଛନ୍ତି ଯେ ଓଡ଼ିଶା ବିଜେପିର ଏହି ନେତାମାନେ ହୀନ ଉଦ୍ଦେଶ୍ୟ ରଖି ସମ୍ବେଦନଶୀଳ ମାମଲାଗୁଡ଼ିକୁ ଅଧିକ ସ୍ପର୍ଶକାତର କରିବା ପାଇଁ ତାହା ଉପରେ ମନଗଢା ଏବଂ ମିଥ୍ୟା ବିବୃତ୍ତିମାନ ଦେଉଛନ୍ତି।

ଯଦି ଓଡିଶା ବିଜେପି ନେତାଙ୍କ ପାଖରେ ଏହା ଉପରେ କିଛି କହିବାକୁ ଅଛି, ତେବେ ସେମାନେ କାହିଁକି ମାନ୍ୟବର ଅଦାଲତଙ୍କ ନିକଟକୁ ଯାଇ ଏହି ମାମଲାରେ ଯାହା କହୁଛନ୍ତି ତାହା ପ୍ରମାଣ ସହିତ ଅଦାଲତରେ ରଖୁ ନାହାନ୍ତି ? ଓଡିଶାର ଲୋକମାନେ ଏଭଳି ନକାରାତ୍ମକ, ଶସ୍ତା ଏବଂ କୁତ୍ସିତ ରାଜନୀତିକୁ ସବୁବେଳେ ନାପସନ୍ଦ କରିଥାନ୍ତି ବୋଲି ଶ୍ରୀ ପଣ୍ଡା କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ବାତିଲ ହେଲା ଟ୍ରେନ

June 17, 2026

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026
Latest News

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026

ଶାନ୍ତି ଚୁକ୍ତି ନା କୂଟନୈତିକ ସଙ୍କଟ ? ଟ୍ରମ୍ପଙ୍କ ଦୋହରା ଆଭିମୁଖ୍ୟକୁ ନେଇ ବିଶ୍ୱ ରାଜନୀତିରେ ନୂଆ ଝଡ଼

June 17, 2026

ବଢିଲା ଖରା ଛୁଟି

June 17, 2026

ଶ୍ରୀମନ୍ଦିରରେ ଭେଜାଲ ଘିଅ କାରବାର? ଜବତ ଘଟଣା ପରେ ଉଠିଲା ବଡ଼ ପ୍ରଶ୍ନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.