Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବ ଦାସ ହତ୍ୟା ମାମଲାକୁ ନେଇ ହୀନ ରାଜନୀତି କରୁଛି ବିଜେପି: ବିଜେଡି
ବିଶେଷ ଖବର

ନବ ଦାସ ହତ୍ୟା ମାମଲାକୁ ନେଇ ହୀନ ରାଜନୀତି କରୁଛି ବିଜେପି: ବିଜେଡି

July 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା ବିଜେପି ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନଥିବାରୁ ସେମାନେ ପ୍ରତି ୧୫ ଦିନରେ ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ ମନ୍ତବ୍ୟମାନ ଦିଅନ୍ତି। ଏଥର ସେମାନେ ନବ ଦାସଙ୍କ ହତ୍ୟା ମାମଲାକୁ ଏଥିପାଇଁ ବାଛିଥିବା କହିଛନ୍ତି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା।

ଗଣମାଧ୍ୟମକୁ ଶ୍ରୀ ପଣ୍ଡା କହିଛନ୍ତି ଯେ ଓଡ଼ିଶା ବିଜେପିର ଏହି ନେତାମାନେ ହୀନ ଉଦ୍ଦେଶ୍ୟ ରଖି ସମ୍ବେଦନଶୀଳ ମାମଲାଗୁଡ଼ିକୁ ଅଧିକ ସ୍ପର୍ଶକାତର କରିବା ପାଇଁ ତାହା ଉପରେ ମନଗଢା ଏବଂ ମିଥ୍ୟା ବିବୃତ୍ତିମାନ ଦେଉଛନ୍ତି।

ଯଦି ଓଡିଶା ବିଜେପି ନେତାଙ୍କ ପାଖରେ ଏହା ଉପରେ କିଛି କହିବାକୁ ଅଛି, ତେବେ ସେମାନେ କାହିଁକି ମାନ୍ୟବର ଅଦାଲତଙ୍କ ନିକଟକୁ ଯାଇ ଏହି ମାମଲାରେ ଯାହା କହୁଛନ୍ତି ତାହା ପ୍ରମାଣ ସହିତ ଅଦାଲତରେ ରଖୁ ନାହାନ୍ତି ? ଓଡିଶାର ଲୋକମାନେ ଏଭଳି ନକାରାତ୍ମକ, ଶସ୍ତା ଏବଂ କୁତ୍ସିତ ରାଜନୀତିକୁ ସବୁବେଳେ ନାପସନ୍ଦ କରିଥାନ୍ତି ବୋଲି ଶ୍ରୀ ପଣ୍ଡା କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା, ଶକ୍ତି ଏବଂ ମହାକାଶ କ୍ଷେତ୍ରରେ ଏମ୍ଓୟୁ ସ୍ଵାକ୍ଷର

January 19, 2026

ଟି-୨୦ ବିଶ୍ୱକପ୍ ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ଝଟକା: ବିସିବିକୁ ଚେତାବନୀ ଦେଲା ଆଇସିସି

January 19, 2026

ବିକଶିତ ଭାରତ ଜୀ ରାମ ଜୀକୁ ନେଇ କଂଗ୍ରେସ ମିଛ ପ୍ରଚାର କରୁଛି: କେନ୍ଦ୍ର କୃଷି ମନ୍ତ୍ରୀ

January 19, 2026

ଆମେରିକାକୁ ଭାରତର କଡା ଜବାବ: ସମାଧାନ ପାଇଁ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଆମେରିକୀୟ ସିନେଟର 

January 19, 2026
Latest News

ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍‌ଘାଟିତ

January 19, 2026

ଗ୍ରୀନଲ୍ୟାଣ୍ଡ ସମ୍ପର୍କରେ ଟ୍ରମ୍ପଙ୍କ ଶୁଳ୍କ ଧମକକୁ ସମାଲୋଚନା କଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ

January 19, 2026

ଭାରତ-ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା, ଶକ୍ତି ଏବଂ ମହାକାଶ କ୍ଷେତ୍ରରେ ଏମ୍ଓୟୁ ସ୍ଵାକ୍ଷର

January 19, 2026

ରାଇରଙ୍ଗପୁରସ୍ଥିତ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ର ପରିଦର୍ଶନ କଲେ କୁଳପତି

January 19, 2026

ବିଜେପି ରାଷ୍ଟ୍ରୀୟ ସଭାପତି ଭାବରେ ନିର୍ବିରୋଧ ନିର୍ବାଚିତ ହେଲେ ନୀତିନ ନବୀନ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.