Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଂଗ୍ରେସ କାର୍ଯ୍ୟକାରିଣୀ କମିଟି ଘୋଷଣା କଲେ ଖଡଗେ, ୩୯ ସଦସ୍ୟଙ୍କ ମଧ୍ୟରେ ଅଛନ୍ତି ସୋନିଆ, ରାହୁଲ, ପ୍ରିୟଙ୍କା
ବିଶେଷ ଖବର

କଂଗ୍ରେସ କାର୍ଯ୍ୟକାରିଣୀ କମିଟି ଘୋଷଣା କଲେ ଖଡଗେ, ୩୯ ସଦସ୍ୟଙ୍କ ମଧ୍ୟରେ ଅଛନ୍ତି ସୋନିଆ, ରାହୁଲ, ପ୍ରିୟଙ୍କା

August 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ରବିବାର କଂଗ୍ରେସ କାର୍ଯ୍ୟକାରିଣୀ କମିଟି ଗଠନ ନେଇ ଘୋଷଣା କରିଛନ୍ତି। ୩୯ ଜଣିଆ ଏହି କମିଟିରେ ସୋନିଆ, ରାହୁଲ, ପ୍ରିୟଙ୍କା ରହିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ମଧ୍ୟ ଏହି କମିଟିରେ ରଖାଯାଇଛି।

ଖାସ୍ କଥା ହେଉଛି ଖାର୍ଗେ ତାଙ୍କ ବିପକ୍ଷରେ ଲଢ଼ିଥିବା ଶଶି ଥରୁରଙ୍କୁ ମଧ୍ୟ ଏହି କମିଟିରେ ସ୍ଥାନ ଦେଇଛନ୍ତି। କମିଟିରେ ୩୯ ଜଣ ସଦସ୍ୟ, ୧୪ ଜଣ ସ୍ଥାୟୀ ସଦସ୍ୟ, ୧୪ ଜଣ ପ୍ରଭାରୀ ଓ ୯ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ରହିଛନ୍ତି।

ମଲ୍ଲିକାର୍ଜୁନ ଖଡଗେ ରାହୁଲ ସୋନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.