Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ କ୍ୟାବିନେଟରେ କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ସୁପାରିଶ
ବିଶେଷ ଖବର

ରାଜ୍ୟ କ୍ୟାବିନେଟରେ କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ସୁପାରିଶ

August 20, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Artist Payment

ଭୁବନେଶ୍ଵର: କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମଗ୍ର ଓଡ଼ିଶାର କୁଇ(କନ୍ଧ) ସମ୍ପ୍ରଦାୟର ବଭିନ୍ନ ଅନୁଷ୍ଠାନର ଶତାଧିକ କର୍ମକର୍ତ୍ତା ଓ ଜନପ୍ରତିନିଧି ନବୀନ ନିବାସ ଠାରେ ଉପସ୍ଥିତ ହୋଇ କୃତଜ୍ଞତା ଜଣାଇଥିଲେ।

କୁଇ ଭାଷା ସାହିତ୍ୟ ସମିତି, ଓଡ଼ିଶାର ସଭାପତି ଦୀନବନ୍ଧୁ କହଁର, ସମ୍ପାଦକ ଡା ନିରଦ ଚନ୍ଦ୍ର କହଁର, ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ, ଘୁ. ଉଦୟଗିରି ପ୍ରତିନିଧି ବୀରେନ୍ଦ୍ର ପ୍ରଧାନ, ନରୋତ୍ତମ ପ୍ରଧାନ, କୁଇ ସମାଜ ସେବା ସମିତି, ଫୁଲବାଣୀର ସଭାପତି ସୁଦର୍ଶନ କହଁର, ସମ୍ପାଦକ ଅବନୀ କୁମାର କହଁର, କୁଇ କୂଳ ସମିତି, ବାଲିଗୁଡା ସଭାପତି ମନୋଜ ମଲ୍ଲିକ, କୁଇ ଯୁବ ପରିଷଦର ସଭାପତି ଦେବାଶିଷ କହଁର, ଭାବୀନ୍ଦ୍ର କହଁର, ରାୟଗଡା ଜିଲ୍ଲା ପ୍ରତିନିଧି ବିଜୟ କୁମାର ମେଲକା, ଆଦିବାସୀ ଭାଷା ଓ ସଂସ୍କୃତି, ଓଡ଼ିଶା ସଦସ୍ୟ ମେଦିନୀଧର ଯାନୀ, କୋରାପୁଟ ପ୍ରତିନିଧି ଈଶ୍ବର ମିନିଆକା, ବୁଲୁ ହିକକା, ମାଲକାନଗିରି ଜିଲ୍ଲାର ଗୋପି ପାଙ୍ଗୀ, ହରିବନ୍ଧୁ ଗୋଲାରି, ଆଦିବାସୀ ଉନୟନ ପରିଷଦ ରାଜ୍ୟ ଉପଦେଷ୍ଟା ପ୍ରଦୀପ ମାଝି, ସ୍ୱତନ୍ତ୍ର ଉନ୍ନୟନ ପରିଷଦ, କନ୍ଧମାଳ ଅଧ୍ୟକ୍ଷ ରଦନ ମଲ୍ଲିକ, ଉପାଧ୍ୟକ୍ଷା ନଳିନୀ କହଁର, କନ୍ଧମାଳ ଜିଲ୍ଲାର ମାନ୍ୟବର ବିଧାୟକ ଅଙ୍ଗଦ କହଁର, ଚକ୍ରମଣି କହଁର, ସାଲୁଗା ପ୍ରଧାନ, କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ବିଭିନ୍ନ ବ୍ଳକ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ଅନିମା କହଁର, ସସ୍ମିତା କହଁର, ଦିଲ୍ଲୀପ କହଁର, ପ୍ରିତମ ପ୍ରଧାନ, ବୈନେତ୍ରୀ କହ୍ନର, ବାସନ୍ତୀ ମାଝୀ, ସୁଷମା ପ୍ରଧାନ, ସୁଶାନ୍ତ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୟଶ୍ରୀ କହ୍ନର, ରଞ୍ଜନ ପ୍ରଧାନ, ଲିଲିମା ପ୍ରଧାନ, ନମିତା କହ୍ନର, ମମତାରାଣୀ କହ୍ନର ପ୍ରମୁଖ ଉପସ୍ଥିତ ଥିଲେ।

କନ୍ଧମାଳ ଲୋକସଭା ସାଂସଦ ଡା. ଅଚ୍ୟୁତ ସାମନ୍ତ ଓ ବିହନ ନିଗମ, ଓଡ଼ିଶା ଅଧ୍ୟକ୍ଷ ବିଜୟ କୁମାର ନାୟକ ଉପସ୍ଥିତ ରହି ସମସ୍ତ ଙ୍କୁ ସ୍ୱାଗତ କରିଥିଲେ। ଅନ୍ୟ ବରିଷ୍ଠ ଜନପ୍ରତିନିଧି ଲାଲନନ୍ଦ ପ୍ରଧାନ, ବିଷ୍ଣୁ ମଲ୍ଲିକ,ଷ୍ଟିପେନ ପ୍ରଧାନ, ସୁଶାନ୍ତ କହ୍ନର, କୁମୁଦ ଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ।

ଓଡିଶା ରାଜ୍ୟ କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି ରାଜ୍ୟସଭା ନିର୍ବାଚନ: ୧୦ମ ଆସନ ପାଇଁ ଜୋରଦାର ଲଢ଼େଇ; ଜାଣନ୍ତୁ କ୍ରସ୍-ଭୋଟିଂ ଓ ସଂଖ୍ୟାର ପୂର୍ଣ୍ଣ ହିସାବ

September 29, 2026

ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତ୍ରି-ଭାଷା ନୀତିରୁ ଛାଡ଼ କରିବାକୁ ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 29, 2026

‘ରବି ଅଭିଯାନ ୨୦୨୬’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026
Latest News

ଭଣଜା ଆଖି ଆଗରେ ମାମୁଙ୍କୁ ଗୁଳି, ସାମାନ୍ୟ ବଚସାରୁ କଣ୍ଟାମାଳରେ ଘଟିଲା ସାଂଘାତିକ ଘଟଣା

September 29, 2026

ପ୍ରତ୍ୟେକ UPI ପେମେଣ୍ଟରୁ ସରକାର କେତେ ରୋଜଗାର କରନ୍ତି? ଜାଣନ୍ତୁ MDR ଓ ଏହାର ସମ୍ପୂର୍ଣ୍ଣ ଆର୍ଥିକ ହିସାବ

September 29, 2026

CEC ଜ୍ଞାନେଶ କୁମାର ଓ SIR କୁ ନେଇ ଦେଶରେ ଉତ୍ତାପ: ବିରୋଧୀଙ୍କ ଆକ୍ରମଣ ଭିତରେ ବିଜେପି-ଜେଡିୟୁର ପଲଟା ଜବାବ

September 29, 2026

ଭିଜିଲାନ୍ସ ଜାଲରେ କାରଖାନା ଓ ବଏଲର ବିଭାଗ ସହକାରୀ ନିର୍ଦ୍ଦେଶକ: ଏକକାଳୀନ ୭ଟି ଠିକଣାରେ ଚଢ଼ଉ

September 29, 2026

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.