Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ: ବିଜେଡି
ବିଶେଷ ଖବର

ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ: ବିଜେଡି

August 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
lenin
ବାରମ୍ବାର ପରାଜୟକୁ ପାସୋରି ଦେଉଛନ୍ତି ମନମୋହନ: ବିଜେଡି

ଭୁବନେଶ୍ୱର: ଶ୍ରୀ ମନମୋହନ ସାମଲ ବୋଧେ ଭୁଲି ଯାଇଛନ୍ତି ଯେ ୪.୫ କୋଟି ଲୋକ ଓଡିଶା ବିଜେପିକୁ ପରାସ୍ତ କରିଛନ୍ତି ଏବଂ ଗତବର୍ଷ ଜିଲା ପରିଷଦ ନିର୍ବାଚନରେ ଓଡିଶାର ୩୦ଟି ଜିଲ୍ଲାରେ ବିଜୁ ଜନତା ଦଳର ବିଜୟ ନିଶ୍ଚିତ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍‍ ମହାନ୍ତି।

ଶ୍ରୀ ମହାନ୍ତି ଆଜି ଏଠାରେ ଗଣାମାଧ୍ୟମକୁ କହିଛନ୍ତି ଯେ ଗୋଟିଏ ପରେ ଗୋଟିଏ ଜାତୀୟ ସର୍ଭେ କହୁଛି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଭାରତର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଅଟନ୍ତି। ବିଜୁ ଜନତା ଦଳ ଉପରେ ଓଡିଶାର ଲୋକଙ୍କର ଭରସା ରହିଛି ଏବଂ ଓଡିଶା ବିଜେପି ନେତାଙ୍କ ଏପରି ବିବୃତ୍ତି ପାଇଁ ସେମାନେ ତାଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି।

ଆମେ ମଧ୍ୟ ଜାଣୁ ଯେ ଶ୍ରୀ ସାମଲ ତାଙ୍କ ଦଳରେ ଏଭଳି ଲୋକଙ୍କୁ ସାମିଲ ପାଇଁ ଉଦ୍ୟମ ଚଳାଇଛନ୍ତି ଯେଉଁମାନେ ଲୋକ ବିରୋଧୀ କାର୍ଯ୍ୟକଳାପ ତଥା ଲୋକଙ୍କୁ ଚାକିରୀ ପ୍ରତିଶ୍ରୁତି ଦେଇ ଏବଂ ଲୋକଙ୍କୁ ପ୍ରତାରଣା କରି ବିଜେଡିରୁ ବହିଷ୍କୃତ ହୋଇଛନ୍ତି।

୨୦୧୯ ନିର୍ବାଚନ ସମୟରେ ଓଡିଶା ବିଜେପି ଏଭଳି ଜନ ବିରୋଧୀ ନେତା ଆମଦାନୀ କରି ବ୍ୟାପକ ପରାଜୟର ସମ୍ମଖୀନ ହୋଇଥିଲା। ଆଗାମୀ ନିର୍ବାଚନ ପାଇଁ ଏହିପରି ବଦନାମ ନେତାମାନଙ୍କୁ ନିଜ ଦଳରେ ନେବାକୁ ଉତ୍ସାହିତ କରନ୍ତୁ ଏବଂ ନିଜ ଦଳ ପାଇଁ ପରାଜୟର ଧାରାକୁ ପୁନରାବୃତ୍ତି କରନ୍ତୁ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଓଡିଶାର ୪.୫ କୋଟି ଲୋକ ବିଜେଡି ସହ ଅଛନ୍ତି ଏବଂ ରହିବେ ଏବଂ ଆଗାମୀ ଦିନରେ ମଧ୍ୟ ଓଡିଶା ବିଜେପିକୁ ପ୍ରତ୍ୟାଖ୍ୟାନ କରିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ବିଜେଡି ଲେନୀନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.